ରନ୍‌ ଓ୍ବେରେ ୩ ଖଣ୍ଡ ହେଲା ବିମାନ: ୧ ମୃତ, ୧୨୦ ଆହତ

ଅଙ୍କାରା,୬।୨: ତୁର୍କିର ପେଗାସସ ଏୟାର ଲାଇନ୍ସର ଏକ ବିମାନ ବୁଧବାର ଇସ୍ତାନବୁଲର ସବିହା ଗୋକେନ ବିମାନ ବନ୍ଦରରେ ଲ୍ୟାଣ୍ଡିଂ ସମୟରେ ରନ୍‌ ଓ୍ବେରେ ଖସି ଯିବାରୁ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବିମାନଟି ୩ ଖଣ୍ଡ ହୋଇଯାଇଛି। ତେବେ ବିମାନରେ ଥିବା ମୋଟ ୧୮୩ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯୫ ଦେଶରୁ ୧୯୪ରେ କରୋନା: ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫; ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି

ଓ୍ବାଶିଂଟନ,୨୫।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରୁ ୧୯୪ରେ କରୋନା ସଂକ୍ରମିତ ହୋଇଛି। ସେହିଭଳି କରୋନା...

ଜପୋରିଜିଆ ପରମାଣୁ ପ୍ଲାଣ୍ଟରେ ଗୁଳିକାଣ୍ଡ, ରେଡିଏଶନ ବ୍ୟାପିବାର ଭୟ, ବିଦ୍ୟୁତ ଲାଇନରେ ଲାଗିଲା ନିଆଁ

କ୍ୱିଭ,୭ ।୮: ୟୁରୋପର ସବୁଠାରୁ ବଡ ଜପୋରିଜିଆର ପରମାଣୁ ବିଜୁଳିଘର ପୁଣିଥରେ ବିପଦରେ । ଏହି ଅଞ୍ଚଳରେ ରୁଷିଆ ଓ ୟୁକ୍ରେନ ସେନାଙ୍କ ମଧ୍ୟରେ ହୋଇଥିବ...

ରୁଷିଆରେ ଫେସ୍‌ବୁକ୍‌ ସହିତ ଆଉ କିଛି ଓ୍ବେବ୍‌ସାଇଟ୍‌ ଡାଉନ୍‌

ମସ୍କୋ,୪ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଘମାଘଟ ଯୁଦ୍ଧ ଚାଲିଛି। ଏହା ଭିତରେ ରୁଷିଆର ଅନେକ ମିଡିଆ ଓ୍ବେବସାଇଟ ଡାଉନ୍‌ ହୋଇଥିବା ଜଣାପଡ଼ିଛି। ଏଥିରେ ଫେସବୁକ୍‌ ମଧ୍ୟ ଅନ୍ତର୍ଭୁକ୍ତ।...

ଦିନେ କାମ କରୁଥିଲେ ମାକ୍‌ଡୋନାଲ୍ଡରେ ଏବେ ମୁକେଶ ଅମ୍ବାନୀଙ୍କଠୁ ଧନୀ

ଓ୍ବାଶିଂଟନ୍‌, ୧୦ା୧: ଫାଷ୍ଟ ଫୁଡ୍‌ ରେଷ୍ଟୁରାଣ୍ଟ କମ୍ପାନୀ ମାକ୍‌ଡୋନାଲ୍ଡର ପୂର୍ବତନ କର୍ମଚାରୀ ତଥା ସଫ୍ଟଓ୍ବେର ଡେଭେଲପର ଚାଙ୍ଗପେଙ୍ଗ୍‌ ଝାଓ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ...

କରୋନା ସହ ଲଢିବାକୁ ଆମେରିକାରେ ନେତୃତ୍ୱର ଅଭାବ ରହିଛି: ଓବାମା

ଓ୍ବାଶିଂଟନ,୧୭।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଆମେରିକାରେ ଦେଖାଦେଇଥିବା କରୋନା ଭାଇରସ ସଂକ୍ରମଣକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱକୁ ଉପରେ ପରୋକ୍ଷରେ ପ୍ରଶ୍ନ...

୩ ମାସ ପୂର୍ବରୁ ଧନୀଙ୍କୁ ମିଳିଛି କରୋନା ଟୀକା: ଗରିବଙ୍କୁ ମିଳିବ କେବେ

ମସ୍କୋ, ୨୧।୭: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଜାରି ରହିଛି। ରୁଷ୍‌ରେ କରୋନା ସଂକ୍ରମଣ ସ୍ଥିତି ମଧ୍ୟ ଜଟିଳ ହେବାରେ ଲାଗିଛି। ତେବେ ଗଣମାଧ୍ୟମ...

ହୋସ୍‌ନି ମୁବାରକ୍‌ଙ୍କ ପରଲୋକ

କାଇରୋ, ୨୬ା୨(ପି.ଟି.): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ହୋସ୍‌ନି ମୁବାରକ୍‌ଙ୍କ ମଙ୍ଗଳବାର କାଇରୋ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ଦୀର୍ଘ ୩୦...

କାବୁଲରୁ ଆଇଟିବିପି ଯବାନଙ୍କ ସହ ଭାରତ ଫେରିଲେ ୩ କୁକୁର

ଗାଜିଆବାଦ,୧୮।୮: ଆଫଗାନିସ୍ତାନର କାବୁଲରେ ଥିବା ଭାରତୀୟ ଦୂତାବାସର ସୁରକ୍ଷା ପାଇଁ ନିୟୋଜିତ ମାୟା, ରୁବି ଏବଂ ବବି ନାମକ ତିନିଟି ସ୍ନିଫର୍‌ କୁକୁର ମଙ୍ଗଳବାର ଇଣ୍ଡୋ-ତିବ୍ଦତୀୟ...

Advertisement
Archives

Model This Week