Posted inଫୁରସତ

ରବର ବ୍ୟାଣ୍ଡ ଡ୍ରେସ୍‌

ଏହି ଷ୍ଟାଇଲିଶ୍‌ ଡ୍ରେସ୍‌ ଦେଖି ଭାବୁଥିବେ ଏହା ବାଦାମୀ ରଙ୍ଗର ଉଲ୍‌ରେ ତିଆରି ବୋଲି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯୁବତୀଜଣକ ପିନ୍ଧିଥିବା ଡ୍ରେସ୍‌ ରବର୍‌ ବ୍ୟାଣ୍ଡରେ ତିଆରି। ଏହି ରବର ବ୍ୟାଣ୍ଡର ଡ୍ରେସ୍‌ ପିନ୍ଧିଥିବା ଯୁବତୀଜଣକ ହେଉଛନ୍ତି ଟୋକିଓର ତାମା ଆର୍ଟ ୟୁନିଭର୍ସିଟିରେ ପଢୁଥିବା ରିଏ ସାକାମୋତୋ। ସେ ହଜାର ହଜାର ରବର ବ୍ୟାଣ୍ଡକୁ ବୁଣି ଉକ୍ତ ଡ୍ରେସ୍‌ ତିଆରି କରିଛନ୍ତି। ଆପଣ ରବରବ୍ୟାଣ୍ଡକୁ ବିଭିନ୍ନ ପ୍ରକାରରେ ବ୍ୟବହାର କରିଥିବେ, ହେଲେ କେବେ ଏହା ଫ୍ୟାଶନେବୁଲ ଡ୍ରେସ୍‌ ହୋଇପାରିବ ବୋଲି ଭାବି ନ ଥିବେ। କିନ୍ତୁ ସାକାମୋତୋ ଏହାକୁ ବାସ୍ତବରେ ପରିଣତ କରି ଦେଖାଇଛନ୍ତି। ଏଥିରେ ସେ ବୋଲେରୋ ଜ୍ୟାକେଟ୍‌, ଶର୍ଟ ଡ୍ରେସ୍‌, ଲଙ୍ଗ ଗାଉନ୍‌ ଆଦି ତିଆରି କରିଛନ୍ତି। ପାଠ୍ୟକ୍ରମର ଶେଷବର୍ଷରେ ସାକାମୋତୋ ଏହି ରବର ବ୍ୟାଣ୍ଡ ଡ୍ରେସ୍‌ସବୁକୁ ପ୍ରଦର୍ଶିତ କରିଥିଲେ। ଆଉ ସମସ୍ତଙ୍କର ପ୍ରଶଂସାର ପାତ୍ର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ନିଆରା ଟ୍ରେନ: ଲାଲ୍‌ ସିଗ୍‌ନାଲ୍‌ ନୁହେଁ, ହାତରେ ଯାଏ ଅଟକି

ପ୍ରତିଦିନ ହଜାର ହଜାର ଟ୍ରେନ ଦେଶସାରା ସିଗନାଲ ଅନୁସାରେ ଚାଲିଥାଏ। ସିଗନାଲ ଗ୍ରୀନ୍‌ ହେଲେ ଆରମ୍ଭ ହୁଏ ଏବଂ ସିଗନାଲ ଲାଲ ହେଲେ ବନ୍ଦ ହୋଇଯାଏ। ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri