Posted inଜାତୀୟ

ରବିଦାସଙ୍କ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରିୟଙ୍କା

ବାରାଣସୀ,୯।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ବାରାଣସୀ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ସେ ସିର ଗୋବର୍ଦ୍ଧନପୁରରେ ଥିବା ସନ୍ଥ ରବିଦାସଙ୍କ ମନ୍ଦିରରେ ଦର୍ଶନ କରିଛନ୍ତି। ଏହି ଅବସରରେ ସେଠାରେ ସନ୍ଥ ରବିଦାସଙ୍କ ଜୟନ୍ତୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସୂଚନାଯୋଗ୍ୟ, ପ୍ରିୟଙ୍କାଙ୍କ ଗସ୍ତକୁ ନଜରରେ ରଖି ଶନିବାରଠାରୁ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। କଂଗ୍ରେସର ବହୁ ନେତା ମଧ୍ୟ ସେଠାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri