ରବିଧାନ ସଂଗ୍ରହ: ଚାଷୀ ପଞ୍ଜୀକରଣରେ ବୃଦ୍ଧି

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ ରବିଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନରେ ଚାଷୀମାନଙ୍କ ନାମ ପଞ୍ଜୀକରଣ ବହୁ ପୂର୍ବରୁ ଆରମ୍ଭ ହୋଇସାରିଛି। ଏହା ଜରିଆରେ ବୁଧବାର ସୁଦ୍ଧା ୨, ୩୪, ୭୨୮ ଜଣ ଚାଷୀ ପଞ୍ଜୀକୃତ କରିସାରିଛନ୍ତି। ଗତବର୍ଷ ତୁଳନାରେ ଚଳିତବର୍ଷ ୯ ପ୍ରତିଶତ ଅଧିକ ଚାଷୀ ଏବେ ସୁଦ୍ଧା ପଞ୍ଜୀକୃତ କରିସାରିଥିବା ଜଣାପଡ଼ିଛି। ଝାରସୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁରରେ ପଞ୍ଜୀକରଣ ବୃଦ୍ଧି ପାଇଛି। ତନ୍ମଧ୍ୟରୁ ଯାଜପୁର ୧୮୦%, ଝାରସୁଗୁଡ଼ା ୧୮୧%, ନବରଙ୍ଗପୁରରେ ୨୭୧% ପ୍ରତିଶତ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri