ରବିଧାନ ସଂଗ୍ରହ: ଚାଷୀ ପଞ୍ଜୀକରଣରେ ବୃଦ୍ଧି

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ ରବିଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନରେ ଚାଷୀମାନଙ୍କ ନାମ ପଞ୍ଜୀକରଣ ବହୁ ପୂର୍ବରୁ ଆରମ୍ଭ ହୋଇସାରିଛି। ଏହା ଜରିଆରେ ବୁଧବାର ସୁଦ୍ଧା ୨, ୩୪, ୭୨୮ ଜଣ ଚାଷୀ ପଞ୍ଜୀକୃତ କରିସାରିଛନ୍ତି। ଗତବର୍ଷ ତୁଳନାରେ ଚଳିତବର୍ଷ ୯ ପ୍ରତିଶତ ଅଧିକ ଚାଷୀ ଏବେ ସୁଦ୍ଧା ପଞ୍ଜୀକୃତ କରିସାରିଥିବା ଜଣାପଡ଼ିଛି। ଝାରସୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁରରେ ପଞ୍ଜୀକରଣ ବୃଦ୍ଧି ପାଇଛି। ତନ୍ମଧ୍ୟରୁ ଯାଜପୁର ୧୮୦%, ଝାରସୁଗୁଡ଼ା ୧୮୧%, ନବରଙ୍ଗପୁରରେ ୨୭୧% ପ୍ରତିଶତ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri