Posted inଜାତୀୟ

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଏମ୍ସ୍‌ରୁ ତାଙ୍କ ମର ଶରୀରକୁ କୈଳାସ କଲୋନୀ ସ୍ଥିତ ବାସଭବନକୁ ଅଣାଯିବ। ଏହାପରେ ରବିବାର ସକାଳ ୧୦ରେ ଭାଜପା ଦଳୀୟ କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ଅନ୍ତିମ ଦର୍ଶନ ପାଇଁ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଓମର ଅବଦୁଲ୍ଲାଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ଆମେରିକୀୟ ରାଷ୍ଟ୍ରଦୂତ, ଜମ୍ମୁ-କାଶ୍ମୀର….

ନୂଆଦିଲ୍ଲୀ, ୧୯।୮: ଭାରତରେ ଆମେରିକାର ରାଜଦୂତ ସର୍ଗିଓ ଗୋର୍ ବୁଧବାର ଜମ୍ମୁ-କଶ୍ମୀରକୁ ନେଇ ଭାରତର ଆଭିମୁଖ୍ୟ ସହ ସମାନ ମତ ରଖିଛନ୍ତି । ସେ ଜମ୍ମୁ-କଶ୍ମୀରକୁ ଭାରତର…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri