ରବିବାର ଖୋଲିବ ବହିଦୋକାନ: ରୋଗୀ ଯାତାୟତ ପାଇଁ ପ୍ରଶାସନ ଧାର୍ଯ୍ୟ କଲା ଅଟୋ ଭଡ଼ା

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଭଦ୍ରକରେ ଆଶିଂକ ଭାବେ ଏହାକୁ କୋହଳ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ରୋଗୀ ନେବା ଆଣିବା ପାଇଁ ଅଟୋ ଚଳାଚଳ କରିବା ଲାଗି ଭଦ୍ରକ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଏଥିପାଇଁ ଜିଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କଠାରୁ ଅନୁମତି ନେବାକୁ କୁହାଯାଇଛି। ଏଥିସହ ପ୍ରଶାସନ ପକ୍ଷରୁ ଅଟୋ ଭଡ଼ା ମଧ୍ୟ ଧାର୍ଯ୍ୟ କରାଯାଇଛି। ଯାହାଫଳରେ ଅଟୋ ଚାଳକ ଆଉ ଯାତ୍ରୀଙ୍କଠାରୁ ମନମୁଖୀ ଭଡ଼ା ଆଦାୟ କରିପାରିବେ ନାହିଁ। ସେହିପରି କେବଳ ରବିବାର ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ବହି ଦୋକାନ ଖୋଲାଯିବ। ଏନେଇ ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ ଦ୍ୱାରା ଷ୍ଟେଶନ ସୁରକ୍ଷା ତଦାରଖ

ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍‌ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍‌, ଯାତ୍ରୀ...

ବର୍ଷା ପରେ ଥରାଇବ ଶୀତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ...

ନୈରାଶ୍ୟଜନକ ସ୍ଥିତିରେ କୃଷି ସେନ୍‌ସସ୍‌

କେନ୍ଦ୍ରାପଡ଼ା ଅଫିସ,୮ା୬: କରୋନା କଟକଣା କାରଣରୁ ବନ୍ଦ ଥିବା ୧୧ତମ କୃଷି ସେନ୍‌ସସ୍‌ ୨୦୨୨ ଅଗଷ୍ଟ ମାସରେ ଆରମ୍ଭ ହେଲା। ୫ ବର୍ଷରେ ଥରେ ଅନୁଷ୍ଠିତ...

ଜିଲା ଗଠନର ୨୮ ବର୍ଷ ପରେ ବି ପଛୁଆ

ଖୋର୍ଦ୍ଧା ଅଫିସ,୭ା୩: ଲାଲ୍‌ମାଟିର ଗଡ଼ ଖୋର୍ଦ୍ଧା। ଐତିହ୍ୟ, କଳା, ସଂସ୍କୃତି, ଭାସ୍କର୍ଯ୍ୟ ସମେତ ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଖୋର୍ଦ୍ଧାର ଯେପରି ସ୍ବତନ୍ତ୍ର ପରିଚୟ ରହିଛି,...

ଲଘୁଚାପ ପ୍ରଭାବ: ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୨(ବ୍ୟୁରୋ): ଲଘୁଚାପ ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ,...

ଅଲ୍‌ଟ୍ରାସାଉଣ୍ଡ ମେଶିନ ଅଚଳ, ଖର୍ଚ୍ଚାନ୍ତ ହେଉଛନ୍ତି ଗରିବ ରୋଗୀ

ରାଉରକେଲା ଅଫିସ,୧୦।୪: ରାଉରକେଲା ସରକାରୀ ହସ୍ପିଟାଲ(ଆର୍‌ଜିଏଚ୍‌)ରେ ୨ବର୍ଷ ହେଲା ଅଲଟ୍ରାସାଉଣ୍ଡ ମେଶିନ ଅଚଳ ହୋଇପଡିଛି। ଫଳରେ ଏହି ହସ୍ପିଟାଲ ଉପରେ ନିର୍ଭର କରୁଥିବା ସୁନ୍ଦରଗଡ ସମେତ...

୫ଟି ସଚିବଙ୍କ ରାୟଗଡ଼ା ଗସ୍ତ: କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ରାୟଗଡ଼ା ଅଫିସ,୧୫ା୫: ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଦିନିକିଆ ଗସ୍ତରେ ଆସି ରାୟଗଡ଼ାର ଜେକେପୁରଠାରେ ଥିବା...

ଓଡ଼ିଶା ଜଣେ ବାଗ୍ମୀ ମହିଳାଙ୍କୁ ହରାଇଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତି୍ୟକା ମନୋରମା ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ...

Advertisement
Archives

Model This Week