ରବିବାର ଭୋର୍‌ରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୧।୮: ଇଣ୍ଡୋନେସିଆରେ ରବିବାର ଭୋର୍‌ ୪ଟା ୧୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ସୁମାତ୍ରା ଉପକୂଳରେ ହୋଇଥିବା ଏହି ଭୂକମ୍ପର କେନ୍ଦ୍ର ଭୂଗର୍ଭର ୩୭ କିଲୋମିଟର ତଳେ ଥିବା ଅନୁମାନ କରାଯାଉଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ପ୍ରଶାନ୍ତ ମହାସାଗରର ରିଙ୍ଗ୍‌ ଅଫ୍‌ ଫାୟାର ଜୋନ୍‌ରେ ଇଣ୍ଡୋନେସିଆ ଥିବାରୁ ଏଠାରେ ଅଧିକାଂଶ ସମୟରେ ଭୂକମ୍ପ ଅନୁଭୁତ ହୋଇଥାଏ। ସୂଚନାଯୋଗ୍ୟ, ଅଗଷ୍ଟ ୨ରେ ଏଠାରେ ୬.୯ ତୀବ୍ରତାଯୁକ୍ତ ଭୂକମ୍ପ ହୋଇଥିଲା। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଶହରୁ ଅଧିକ ଘର ଭାଙ୍ଗିରୁଜି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଟୋକିଓ,୨।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜାପାନ ଗସ୍ତରେ ଯାଇ ସୋମବାର ଟୋକିଓରେ ପହଞ୍ଚିଛନ୍ତି। ଦୁଇଦେଶ ମଧ୍ୟରେ ସାମରିକ ସହଯୋଗ ବୃଦ୍ଧି ପାଇଁ ଜାପାନ ପ୍ରତିରକ୍ଷାମନ୍ତ୍ରୀ...

ତାଇଓ୍ବାନ ସାମୁଦ୍ରିକ ସୀମା ନିକଟରେ ପୁଣି ଚାଇନାର ସମରାଭ୍ୟାସ…

ବେଜିଂ,୯।୧ : ତାଇୱାନକୁ ନେଇ ଚାଇନାର ଉଦ୍ଦେଶ୍ୟ ପୂର୍ବ ପରି ରହିଛି ତାଇୱାନର ଆଖପାଖ ଅଞ୍ଚଳରେ ଚାଇନ ସେନା ପୁଣି ଥରେ ସମରାଭ୍ୟାସ ରବିବାର କରିଛି।...

ମହାକାଶରେ ବେଜୋସ୍‌ଙ୍କ ୧୧ ମିନିଟ୍‌

ଓ୍ବାଶିଂଟନ୍‌, ୨୧ା୭: ମହାକାଶ ଯାତ୍ରା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛନ୍ତି ବିଶ୍ୱର ସବୁଠୁ ଧନୀ ତଥା ଆମାଜନ୍‌ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌। ମଙ୍ଗଳବାର ତାଙ୍କ...

ବ୍ରିଟେନରେ ବି ଦେଖିବାକୁ ମିଳିଳା ‘ମନ କି ବାତ’ର ୧୦୦ ତମ ଏପିସୋଡର ଉତ୍ସାହ

ଲଣ୍ଡନ,୩୦।୪: କେନ୍ଦ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂ ଏବେ ବ୍ରିଟେନ ଗସ୍ତରେ ଅଛନ୍ତି। ରବିବାର ସେ ଭାରତୀୟ ଦୂତାବାସ ‘ଇଣ୍ଡିଆ ହାଉସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଜାପାନରେ ହ୍ରାସ ପାଉଛି ଜନ୍ମହାର

ଟୋକିଓ, ୭ା୩ : ଜାପାନରେ ଜନ୍ମହାର ଦ୍ରୁତ ବେଗରେ ହ୍ରାସ ପାଇଚାଲିଛି। ଏହାକୁ ରୋକିବା ଦିଗରେ ସରକାର ପଦକ୍ଷେପ ଗ୍ରହଣ ନ କଲେ ଜାପାନ ସମ୍ପୂର୍ଣ୍ଣ...

କରୋନା ଲଢ଼େଇ: ଧରାବୀ ମଡେଲକୁ ବିଶ୍ୱବ୍ୟାଙ୍କର ତାରିଫ୍‌

ଜେନେଭା/ମୁମ୍ବାଇ, ୮।୧୦: ଭାରତରେ କରୋନା ମହାମାରୀ ସଂକ୍ରମଣ ବିରୋଧରେ ଲଢ଼େଇ ଜାରି ରହିଛି। ମୁମ୍ବାଇର ଧରାବୀରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରଚଳନ...

ଆମେରିକାର ଫାଇଟର ଜେଟ୍‌ ଏଫ୍‌-୩୫ରେ ଚାଇନା ପାର୍ଟସ୍‌ …

ଓ୍ବାଶିଂଟନ, ୮।୯ : ଆମେରିକାର ଆଧୁନିକ ଯୁଦ୍ଧ ବିମାନର ନିର୍ମାତା ଲକହିଡ ମାର୍ଟିନଙ୍କ ସମସ୍ୟା ବୃଦ୍ଧି ପାଇଛି। ବାସ୍ତବରେ, ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ-ପେଣ୍ଟାଗନ କମ୍ପାନୀକୁ ନୂତନ...

ଲକ୍ଷେ ଡଲାରରେ ଗଲା ଟୁଇଟର ପକ୍ଷୀ

ସାନ୍‌ ଫ୍ରାନ୍ସିସ୍କୋ, ୨୦।୧:ଆମେରିକାର ସାନ୍‌ ଫ୍ରାନ୍ସିସ୍କୋରେ ଥିବା ମାଇକ୍ରୋବ୍ଲଗିଂ ଆପ୍‌ ଟୁଇଟର ହେଡ୍‌କ୍ୱାର୍ଟର୍ସର ଅଧିକାଂଶ ଆସବାବପତ୍ର ନିଲାମ କରିଛନ୍ତି ଏଲନ ମସ୍କ। ନିଲାମ ହୋଇଥିବା ବସ୍ତୁଗୁଡ଼ିକ...

Advertisement
Archives

Model This Week