ରବିବାର ଭୋର୍‌ରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୧।୮: ଇଣ୍ଡୋନେସିଆରେ ରବିବାର ଭୋର୍‌ ୪ଟା ୧୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ସୁମାତ୍ରା ଉପକୂଳରେ ହୋଇଥିବା ଏହି ଭୂକମ୍ପର କେନ୍ଦ୍ର ଭୂଗର୍ଭର ୩୭ କିଲୋମିଟର ତଳେ ଥିବା ଅନୁମାନ କରାଯାଉଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ପ୍ରଶାନ୍ତ ମହାସାଗରର ରିଙ୍ଗ୍‌ ଅଫ୍‌ ଫାୟାର ଜୋନ୍‌ରେ ଇଣ୍ଡୋନେସିଆ ଥିବାରୁ ଏଠାରେ ଅଧିକାଂଶ ସମୟରେ ଭୂକମ୍ପ ଅନୁଭୁତ ହୋଇଥାଏ। ସୂଚନାଯୋଗ୍ୟ, ଅଗଷ୍ଟ ୨ରେ ଏଠାରେ ୬.୯ ତୀବ୍ରତାଯୁକ୍ତ ଭୂକମ୍ପ ହୋଇଥିଲା। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଶହରୁ ଅଧିକ ଘର ଭାଙ୍ଗିରୁଜି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ଉପଗ୍ରହ ଭିଡ଼: ଗବେଷଣାରେ ସୃଷ୍ଟି ହେବ ବାଧା !

ଓ୍ବାଶିଂଟନ, ୩୦।୮: ଆଗାମୀ ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ବାଧା ସୃଷ୍ଟି ହେବା। ଏନେଇ ମହାକାଶ ବିଜ୍ଞାନୀ ମତପୋଷଣ କରିଛନ୍ତି। ଧୀରେଧୀରେ ମହାକାଶରେ କୃତ୍ରିମ ଉପଗ୍ରହଙ୍କ...

ୟୁକ୍ରେନ୍‌ ଯାତ୍ରୀବାହୀ ବିମାନରେ ମାଡ଼ ହୋଇଥିଲା ୨ଟି ଇରାନୀ କ୍ଷେପଣାସ୍ତ୍ର

ଓ୍ବାଶିଂଟନ,୧୫।୧: ଇରାନ ପକ୍ଷରୁ ଇରାକ୍‌ରେ ଥିବା ଆମେରିକା ଏୟାର ବେସ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି ସମୟରେ ଭୁଲ୍‌ ବଶତଃ ତେହେରାନ୍‌ରୁ ୟୁକ୍ରେନ୍‌ ଯାତ୍ରା...

ଭିଏତ୍‌ନାମରେ ବନ୍ୟା ବିତ୍ପାତ

ହାନୋଇ,୬।୯: ଭିଏତ୍‌ନାମରେ ନିକଟରେ ହୋଇଥିବା ଲଘୁଚାପ ଯୋଗୁ ସହରର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହୋଇଛି। ଫଳରେ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଓ ଭୂସ୍ଖଳନ...

ଲକ୍‌ଡାଉନ୍‌ ପରେ ଉହାନ୍‌ ଛାଡ଼ିଥିବା ୫୦ ଲକ୍ଷରୁ ଅଧିକ ଲୋକଙ୍କର ଏପର୍ଯ୍ୟନ୍ତ ମିଳିନି ଖୋଜ୍‌ଖବର !

ବେଜିଂ,୭।୪: କରୋନା ସଂକ୍ରମଣରେ ଚାଇନାରେ ପ୍ରକୃତରେ କେତେ ଲୋକଙ୍କ ମୃତ୍ୟୁ ଘଟିଛି ଏନେଇ କୌଣସି ସଠିକ୍‌ ସୂଚନା ମିଳିପାରି ନାହିଁ। ସରକାରୀ ରିପୋର୍ଟରେ ଏହା ୩...

କାବୁଲ ଆତ୍ମଘାତୀ ବିସ୍ଫୋରଣ: ୪ ଯବାନ ଆହତ

କାବୁଲ,୧୮।୧୧: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳେ ହୋଇଥିବା ବିସ୍ଫୋରଣରେ ୪ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମିଲିଟାରୀ ଟ୍ରେନିଂ ସେଣ୍ଟର ନିକଟରେ ଏହି ଆତ୍ମଘାତୀ...

ଡ୍ରାଗନର ଷଡ଼ଯନ୍ତ୍ର: ଅକ୍ସାଇ ଚୀନ୍‌ରେ କରୁଛି ବଙ୍କର ନିର୍ମାଣ

ବେଜିଂ,୧୯।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଡ୍ରାଗନର ଷଡ଼ଯନ୍ତ୍ର ସମ୍ପର୍କରେ ରିପୋର୍ଟ ମିଳିଛି। ଗତ ମାସେ ଧରି ଅକ୍ସାଇ...

ଆମେରିକାକୁ ତାଲିବାନର ଚେତାବନୀ

କାବୁଲ,୨୯ ।୯: ଆଫଗାନିସ୍ତାନରେ ଶାସନକୁ ଫେରିବା ପରେ ତାଲିବାନ ଆମେରିକାକୁ ଚେତାବନୀ ଦେଇଛି । ଆମେରିକା ଦ୍ୱାରା ଆଫଗାନିସ୍ତାନ ବିମାନ ବନ୍ଦରରେ ଡ୍ରୋନ୍ ଉଡାଇବାକୁ ନେଇ...

ସମୁଦ୍ରରେ ୧୧ ଇଞ୍ଚ ବହଳ ବରଫ, ଅଟକି ରହିଛି ୨୪ ଜାହାଜ…

ମସ୍କୋ,୨୫।୧୧: ଆର୍କଟିକ ସାଗରରେ ଦେଇ ୟୁରୋପ ଏବଂ ଏସିଆରେ ପହଞ୍ଚିବା ଏବେ କଷ୍ଟକର ହେଉଛି। ରୁଷିଆର ଗଣମାଧ୍ୟମ ରିପୋର୍ଟ କରିଛି ଯେ ଅତି କମରେ ୨୪...

Advertisement


Archives

Model This Week