Posted inଜାତୀୟ

ମାଆଙ୍କ ଆଶୀର୍ବାଦ ନେବେ ମୋଦି

ନୂଆଦିଲ୍ଲୀ,୨୬ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଗୁଜୁରାଟର ଅହମ୍ମଦାବାଦରେ ପହଞ୍ଚି ମାଆ ହୀରାବେନ୍‌ଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିବେ। ଲୋକସଭା ନିର୍ବାଚନରେ ଏନ୍‌ଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ମେ ୩୦ରେ ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ମୋଦି। ଏହା ପୂର୍ବରୁ ସୋମବାର ବାରାଣସୀରେ ପହଞ୍ଚି ସମର୍ଥକମାନଙ୍କୁ ଧନ୍ୟବାଦ ଜଣାଇବେ। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ‘ରବିବାର ସନ୍ଧ୍ୟାରେ ମୋ ମାଆଙ୍କ ଆଶୀର୍ବାଦ ନେବାକୁ ଗୁଜୁରାଟ ଯିବି। ଗୋଟିଏ ଦିନ ପରେ କାଶୀ ଯିବି। ଯେଉଁଠି ଏ ପୃଥିବୀର ଲୋକେ ମୋ’ ଉପରେ ବିଶ୍ୱାସ ଆଉ ଭରସା ରଖିଛନ୍ତି। ସେମାନଙ୍କୁ ଧନ୍ୟବାଦ ଦେବି।’


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଜବାବ ଦେଲା ଭାରତୀୟ ସେନା : ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୨୬।୧୨: ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଏହାର କଡ଼ା ଜବାବ ଦେଇଛି ଭାରତୀୟ ସେନା। ପାକିସ୍ତାନ ପକ୍ଷରୁ ବୁଧବାର ଏଲ୍‌ଓସିର ଉରି ସେକ୍ଟରରେ ଅସ୍ତ୍ରବିରତି...

ଛୁଟି ପାଇଁ ପୋଲିସ କରୁଛି ସତ୍ୟପାଠ

ସମସ୍ତିପୁର: ‘ମୁଁ ….. ଛଟ୍‌ ମା’ଙ୍କୁ ସାକ୍ଷୀ ରଖି ଶପଥ ନେଉଛି, ମୁଁ ଦୀର୍ଘ….ବର୍ଷ ହେଲା ଛଟ୍‌ ପୂଜା କରିଆସୁଛି। ଏହି ବର୍ଷ ମଧ୍ୟ ବ୍ରତ...

ସ୍ବାମୀଙ୍କୁ ଡରୁଆ-ବେକାର କହିବା, ମାତାପିତାଙ୍କ ଠାରୁ ଅଲଗା କରିବା ହୋଇ ପାରିବ ଛାଡ଼ପତ୍ରର ଆଧାର: ହାଇକୋର୍ଟ…

କୋଲକାତା,୧୦।୪ : ଏକ ଛାଡ଼ପତ୍ର ମାମଲାର ଶୁଣାଣି ବେଳେ କଲିକତା ହାଇକୋର୍ଟ କହିଛନ୍ତି ଯେ ମାନସିକ ନିର୍ଯାତନା ଆଧାରରେ ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କଠାରୁ ଛାଡପତ୍ର...

ଦେଶ ସାରା ଏନ୍‌ଏଆର୍‌ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଏଆର୍‌ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ...

ବୁଷ୍ଟର ଡୋଜ୍‌ ପାଇଁ ଅନୁମତି ଲୋଡ଼ିଲା ସେରମ୍‌ ଇନଷ୍ଟିଚ୍ୟୁଟ୍‌…

ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ଆମେରିକାେ ସମେତ ୨୫ ଦେଶରେ ପହଞ୍ଚିଛି। ଓମିକ୍ରନ ଭାରିଆଣ୍ଟର ବଢୁୁଥିବା ବିପଦକୁ...

ଦାଦା-ପୁତୁରା ଏକାଠି: ସମାଜବାଦୀ ପାର୍ଟିରେ ବିଲୟ ହେଲା ଶିବପାଲଙ୍କ ଦଳ

ଲକ୍ଷ୍ନୌ,୮।୧୨: ମୈନପୁରୀ ଉପନିର୍ବାଚନର ଅନ୍ତିମ ଫଳାଫଳ ପୂର୍ବରୁ ୟୁପି ରାଜନୀତିରେ ଏକ ବଡ ମୋଡ଼ ଆସିଛି। ଶିବପାଲ ସିଂ ଯାଦବଙ୍କ ପ୍ରଗତିଶୀଳ ସମାଜବାଦୀ ପାର୍ଟି ବର୍ତ୍ତମାନ...

ଗର୍ଭବତୀ ଡିଏସ୍‌ପିଙ୍କ ଭିଡ଼ିଓ ଭାଇରାଲ…

ଦନ୍ତେଓ୍ବାଡ଼ା,୨୦।୪: ଛତିଶଗଡ଼ରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ସମ୍ପ୍ରତି ଦନ୍ତେଓ୍ବାଡ଼ାରେ କାର୍ଯ୍ୟ କରୁଥିବା...

ଆଜମ ଖାନ୍‌ଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩।୮: ସମାଜବାଦୀ ପାର୍ଟି ନେତା ଆଜମ ଖାନ ୨୦୦୭ରେ ରାମପୁରର ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ବିବୃତ୍ତି ମାମଲାର ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି କରାଯାଇଥିଲା।...

Advertisement
Archives

Model This Week