Posted inଜାତୀୟ

ରବିବାର ଶପଥ ନେଇପାରନ୍ତି ହେମନ୍ତ

ରାଞ୍ଚି,୨୭।୧୨: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌), କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ମେଣ୍ଟକୁ ବହୁମତ ମିଳିଛି। ବହୁମତ ମିଳିବା ପରେ ସରକାର ଗଠନ ନେଇ ୩ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜେଏମ୍‌ଏମ୍‌ର ମୁଖ୍ୟ ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡ଼ିଛି। ଡିସେମ୍ବର ୨୯ରେ ରାଞ୍ଚିର ମୋରହାବାଦୀ ମଇଦାନରେ ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସମେତ ବହୁ ତୁଙ୍ଗନେତା ସାମିଲ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧର୍ମ ରାଜନୀତି: ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ କହିଲେ ଶିବଲ

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହୋଇଥିବା ଭିଡ଼ହିଂସା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ଘେରିବାରେ ଲାଗିଛନ୍ତି। ମୋଦିଙ୍କ ରାଜଧର୍ମ ନେଇ ଏବେ...

ହାଇଦ୍ରାବାଦ ଗୋଦାମରେ ଅଗ୍ନିକାଣ୍ଡ: ୧୧ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୩।୩: ହାଇଦ୍ରାବାଦରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ବୋୟାଗୁଡ଼ା ଅଞ୍ଚଳରେ ଏକ କବାଡ଼ିଆ ଦୋକାନରେ ନିଆଁ ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ୧୧ଜଣ ଶ୍ରମିକ ଜୀବନ୍ତ ଦଗ୍ଧ...

ଜାତିଗତ ଜନଗଣନା ପାଇଁ ୩ ରାଜ୍ୟ ସରକାର କରିଛନ୍ତି ଅନୁରୋଧ : ଲୋକ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀଙ୍କ ଉତ୍ତର…

ନୂଆଦିଲ୍ଲୀ,୧୩।୧୨ : ଜାତିଗତ ଭୋଟ ଗଣନାକୁ ନେଇ ଅନେକ ରାଜନୈତିକ ଦଳ ପ୍ରାୟତଃ କେନ୍ଦ୍ର ସରକାରଙ୍କୁ ଘେରି ରହିଥାନ୍ତି। ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ...

ହୋର୍ଡିଂ ପଡ଼ି ମୃତ୍ୟୁ ଘଟଣା: ସମ୍ପୃକ୍ତ ନେତାଙ୍କ ବିରୋଧରେ ମାମଲା ରୁଜୁ

ଚେନ୍ନାଇ,୧୫।୯: ରାସ୍ତା କଡରେ ଲାଗିଥିବା ବେଆଇନ ହୋର୍ଡିଂ ଯୋଗୁ ଜଣେ ୨୩ ବର୍ଷୀୟା ଯୁବତୀଙ୍କ ଜୀବନ ଯାଇଛି। ଚେନ୍ନାଇରେ ଘଟିଥିବା ଏହି ଘଟଣା ପରେ ସମ୍ପୃକ୍ତ...

‘ଏଏପିର ଉଦୟ ଭାଜପା ପାଇଁ ବିପଦ ନୁହେଁ’

ନୂଆଦିଲ୍ଲୀ,୧୧।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ମିଳିଥିବା ସଫଳତାର ଅର୍ଥ ଅର୍ଥ ନୁହେଁ ଆମ ଆଦମି ପାର୍ଟି (ଏଏପି) ଜାତୀୟ ସ୍ତରରେ ଭାଜପା ପାଇଁ ବିପଦ ହେବ।...

ଜମ୍ମୁରେ ସୁରକ୍ଷା ବାହିନୀକୁ ବଡ ସଫଳତା

ଶ୍ରୀନଗର,୧୮।୮: ଉତ୍ତର କଶ୍ମୀରର କୁପୱାଡାରେ ସୁରକ୍ଷା ବାହିନୀକୁ ବଡ ସଫଳତା ମିଳିଛି। ଏଠାରେ ସର୍ଚ୍ଚ ଅପରେଶନ ବେଳେ ସୁରକ୍ଷା ବାହିନୀ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ଗୁପ୍ତଚର...

ନିରପେକ୍ଷତା ହରାଇଛନ୍ତି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୫ା୪: ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଏକ ସାମ୍ବିଧାନିକ ସଂସ୍ଥା। ଏହି ତଥାକଥିତ ସ୍ବାୟତ୍ତ ସଂସ୍ଥାରେ ଜଣେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ଦୁଇଜଣ...

ଦେଶରେ ପ୍ରଥମଥର: ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପାଇଁ ଆବେଦନ କଲେ ୧.୭୭ ଲକ୍ଷ ମହିଳା

ନୂଆଦିଲ୍ଲୀ,୧୪ ।୧୨: ଦେଶର ସଶସ୍ତ୍ର ସେନାରେ ସୈନ୍ୟ ଅଫିସର ର‌୍ୟାଙ୍କର ମନୋନୟନ ପାଇଁ ହେଉଥିବା ଏନ୍‌ଡିଏ ପରୀକ୍ଷା ପାଇଁ ୧.୭୭ ମହିଳା ପ୍ରାର୍ଥୀ ଆବେଦନ କରିଛନ୍ତି...

Advertisement
Archives

Model This Week