Posted inଜାତୀୟ

ରବିବାର ସକାଳ ୬ଟା ୫୧ରୁ ଚନ୍ଦ୍ରାୟନ-୨ର ୨୦ ଘଣ୍ଟିଆ କାଉଣ୍ଟ୍‌ ଡାଉନ୍‌

ନୂଆଦିଲ୍ଲୀ,୧୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ। ଏଥିପାଇଁ ରବିବାର ସକାଳ ୬ଟା ୫୧ରୁ ୨୦ ଘଣ୍ଟିଆ କାଉଣ୍ଟ୍‌ ଡାଉନ୍‌ ଆରମ୍ଭ ହେବ ବୋଲି ଇସ୍ରୋ ଅଧ୍ୟକ୍ଷ ଡ. କେ. ସିଓ୍ବନ୍‌ ଶନିବାର ସୂଚନା ଦେଇଛନ୍ତି। ଏହା ଜିଏସ୍‌ଏଲ୍‌ଭି ମାର୍କ-୩ ଦ୍ୱାରା ଉତ୍‌କ୍ଷେପଣ କରାଯିବ। ଏହାର ନାମକରଣ ବାହୁବଳୀ କରାଯାଇଛି। ଏହାର ଉଚ୍ଚତା ୪୪ ମିଟର ରହିଛି। ଯାହାକି ୧୫ ମହଲା କୋଠା ସହିତ ପ୍ରାୟ ସମାନ ହେବ ବୋଲି କୁହାଯାଉଛି। ଏଥିରେ ଥିବା ଓର୍ବିଟରର ଲମ୍ବ ୨.୫ ମିଟର। ଏହାର ଓଜନ ୩୫ ଶହ କିଗ୍ରା ରହିଛି। ସେହିପରି ଏଥିରେ ଥିବା ଲାଣ୍ଡର ବିକ୍ରମର ଲମ୍ବ ୩.୫ ମିଟର ରହିଛି। ଏହାର ଓଜନ ୧୪ ଶହ କିଗ୍ରା। ଏଥିରେ ଥିବା ରୋଭର ପ୍ରଜ୍ଞାର ଲମ୍ବ ଏକ ମିଟର ଏବଂ ଏହାର ଓଜନ ୨୭ କିଗ୍ରା ରହିଥିବା ସିଓ୍ବନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପ୍ରକ୍ରିୟା ଭଳି ପ୍ରସ୍ତୁତ ହେଉଛି କରୋନା ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ଦେଶବାସୀ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । ଅନ୍ୟପଟେ ଲୋକଙ୍କ ପାଖରେ ସୁବିଧାରେ ଏହି ଟିକା ପହଞ୍ଚାଇବାକୁ ସରକାର...

କୂଅରୁ ମିଳିଲା ୧୧ ମୃତଦେହ

ଭୋପାଳ,୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ଅଞ୍ଚଳର ଲାଲ ପାତର ଗ୍ରାମରେ କୂଅ ଭୁଶୁଡ଼ିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। କୂଅରୁ ୧୧...

ସୀତାପୁରରେ ପହଞ୍ଚିଲେ ରାହୁଲ

ଲକ୍ଷ୍ନୌ,୬।୧୦: କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ବୁଧବାର ସନ୍ଧ୍ୟାରେ...

ବଢୁଛି ଆର୍ଯ୍ୟନଙ୍କ ସମସ୍ୟା: ସୋମବାର ପୂର୍ବରୁ ହେବନାହିଁ ଜାମିନ ଶୁଣାଣି

ମୁମ୍ବାଇ,୯ ।୧୦: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ସମସ୍ୟା କମ୍ ହେବାର ନାଁ ନେଉନି । ଶନିବାର-ରବିବାର କୋର୍ଟ ବନ୍ଦ ରହୁଥିବାରୁ ତାଙ୍କ...

ମୋଦିଙ୍କର ଭାରତୀୟ ସେନା ଉପରେ ନାହିଁ ବିଶ୍ୱାସ: ରାହୁଲ

ନୂଆଦିଲ୍ଲୀ, ୧୬।୮: ଭାରତ-ଚାଇନା ବିବାଦ ନେଇ କଂଗ୍ରେସ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିବାରେ ଲାଗିଛି। ରବିବାର ରାହୁଲ ଗାନ୍ଧୀ ଟୁଇଟ୍‌ କରି ମୋଦିଙ୍କୁ...

ଆମିର ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୨୪।୩: ବଲିଉଡ୍‌ ଅଭିନେତା ଆମିର ଖାଁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାପରେ ଆମିର ନିଜକୁ ଘରେ ସେଲଫ୍‌ କ୍ୱାରାଣ୍ଟାଇନ୍‌ରେ ରଖିଥିବା ଟୁଇଟ୍‌...

ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନ କରୁ, ଆମେରିକାର ବିବୃତି…

ଓ୍ବାଶିଂଟନ, ୧୬।୩ : ରୁଷିଆ ଭାରତକୁ ରିହାତି ମୂଲ୍ୟରେ ଅଶୋଧିତ ତୈଳ ଦେବାକୁ କହିବା ପରେ ଅନ୍ତର୍ଜାତୀୟସ୍ତରରେ ଏବେ ସମସ୍ତଙ୍କର ଦୃଷ୍ଟି ଭାରତ ଉପରେ ରହିଛି।...

ନୈନିତାଲରେ ବାଦଲ ଫଟା ବର୍ଷା: ବନ୍ୟାରେ ୧୭ ମୃତ

ହରିଦ୍ୱାର,୧୯ ।୧୦: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ପରେ ଜଳ ପ୍ରଳୟ ସୃଷ୍ଟି ହୋଇଛି । ଏହାରି ଭିତରେ ନୈନିତାଲରେ ବାଦଲ ଫଟା ବର୍ଷା ହୋଇଥିବା ଜଣାପଡିଛି...

Advertisement
Archives

Model This Week