ରବିବାର ସକାଳ ୬ରୁ ୭ଟା ଯାଏ ବନ୍ଦ ରହିବ ହେଲ୍ପଲାଇନ୍‌ ୧୦୪

ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ବିଶ୍ୱ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ବିଷୟରେ କୌଣସି ପ୍ରକାରର ସହାୟତା ପାଇଁ ରାଜ୍ୟ ସରକାର ପକ୍ଷରୁ ହେଲ୍ପ ଲାଇନ ୧୦୪ ନମ୍ବର ଜାରି କରାଯାଇଛି। ଯେ କେହି ବି ନିଜ ସ୍ବାସ୍ଥ୍ୟ ସମ୍ପର୍କରେ ଥଣ୍ଡା, ଜ୍ୱର, କାଶ କିମ୍ବା କରୋନା ରୋଗ ସମ୍ବନ୍ଧୀୟ ବିଷୟରେ ଜାଣିବା ପାଇଁ ୧୦୪ ନଂରେ ଯୋଗାଯୋଗ କରି ଡାକ୍ତରମାନଙ୍କଠାରୁ ପରାମର୍ଶ ନେଇପାରିବେ। କିନ୍ତୁ ରବିବାର ତଥା ମାର୍ଚ୍ଚ ୨୯ରେ ଏହି ହେଲ୍ପ ଲାଇନ ନମ୍ବର ୧୦୪ ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବନି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛିି। ଏଥିରେ କୌଣସି ରକ୍ଷଣାବେକ୍ଷଣରେ କାର୍ଯ୍ୟ ଏବଂ ଟେକ୍ନିକାଲର ଅପଗ୍ରେଡେଶନ ଯୋଗୁ ଏହାକୁ ଏକ ଘଣ୍ଟା ଯାଏ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସହଯୋଗ ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri