ରମଜାନ୍‌ରେ ରୋଜା ପରେ ଇଫତାର୍‌ରେ ମିଳୁନି ଗ୍ଲାସେ ମିଶ୍ରି ସର୍ବତ: ପାକିସ୍ତାନରେ ଲେମ୍ବୁ କିଲୋ ୪ ଶହ

ଇସଲାମାବାଦ୍‌,୧୮।୫: ପାକିସ୍ତାନ ମୁଦ୍ରା ଡଲାର ତୁଳନାରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଏଠାରେ ରମଜାନ ମାସରେ ରୋଜା ରଖିଥିବା ଶ୍ରଦ୍ଧାଳୁଙ୍କୁ ଇଫତାର୍‌ ସମୟରେ ଗ୍ଲାସେ ମିଶ୍ର ସର୍ବତ ମିଳିବା କଷ୍ଟକର ହୋଇପଡୁଛି। ସର୍ବତ ପାଇଁ ମିଶ୍ରି ଓ ଲେମ୍ବୁର ଆବଶ୍ୟକତା ରହିଥିବାବେଳେ ମିଶ୍ରି ଦାମ୍‌ ଆକାଶ ଛୁଆଁ ହୋଇଛି। ସେହିପରି ଲେମ୍ବୁ କିଲୋ ୪ଶହରେ ପହଞ୍ଚିଛି। ମଧ୍ୟ ଦେଶରେ ଦରଦାମ୍‌ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଫଳରେ କ୍ଷୀର ଲିଟର ପିଛା ୧୨୦ ଟଙ୍କାରୁ ୧୮୦ ପର୍ଯ୍ୟନ୍ତ ବିକ୍ରି ହେଉଛି। ସେହିପରି ଏକ ଡର୍ଜନ କଦଳୀ ମୂଲ୍ୟ ୧୫୦ ଟଙ୍କା, ମଟନ୍‌ କିଲୋ ପିଛା ୧୧ ଶହ ଟଙ୍କା, ଚିକେନ କିଲୋ ୩ ଶହ ୬୦ ଟଙ୍କାରେ ପହଞ୍ଚିଛି। କମଳା ଡର୍ଜନ ୩ଶହ ୬୦ ଟଙ୍କା ହୋଇଥିବାବେଳେ ସେଓ କିଲୋ ୪ଶହ ଛୁଇଁଛି। ୨୦୧୯ ମାର୍ଚ୍ଚରେ ଦେଶର ଉପଭୋକ୍ତା ମୂଲ୍ୟ ସୂଚକାଙ୍କ ୯.୪ ପ୍ରତିଶତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri