ରମଜାନ୍‌ର ପ୍ରଥମ ୧୦ ଦିନ ଲକ୍‌ଡାଉନ୍‌ରେ: ଘରେ ରହି ପାଳନ କରିବାକୁ ସରକାର ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ଏପ୍ରିଲ୍‌ ୨୪ରୁ ରମଜାନ୍‌ ମାସ ଆରମ୍ଭ ହେଉଛି। ରମଜାନ୍‌ର ପ୍ରଥମ ୧୦ ଦିନ ଲକ୍‌ଡାଉନ୍‌ ମଧ୍ୟରେ ପଡୁଛି। ତେବେ ଏହି ସମୟରେ ସୁରକ୍ଷା ଦୃଷ୍ଟିରୁ ଘରେ ରହି ରମଜାନ୍‌ ମାସ ପାଳନ କରିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ମୁସଲମାନ୍‌ ଭଉଣୀଭାଇଙ୍କୁ ପରାମର୍ଶ ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମସଜିଦ୍‌ ନ ଯିବାକୁ କୁହାଯାଇଛି। ଏହା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୭କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା...

ଚନ୍ଦ୍ରପୃଷ୍ଠର ସାନି ଫଟୋ ଜାରିକଲା ଇସ୍ରୋ

ଚେନ୍ନାଇ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପୁନର୍ବାର ଚନ୍ଦ୍ରର ପୃଷ୍ଠଭାଗ ଓ ଏଠାରେ ଥିବା ମୃତ ଆଗ୍ନେୟଗିରି ମୁଖ (କ୍ରେଟର)ର ଫଟୋ ପ୍ରକାଶ କରିଛି।...

ଡେଲମିକ୍ରନ୍‌ ଆସୁଛି ମାଡ଼ି, ଓମିକ୍ରନଠାରୁ ଅଧିକ ବିପଜ୍ଜନକ…

ଓ୍ବାଶିଂଟନ, ୨୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶେଷଜ୍ଞମାନେ କରୋନାର ଅନ୍ୟ ଏକ ନୂଆ...

ସକ୍ରିୟ ମାମଲା ୬୦ ହଜାର ତଳେ…

ନୂଆଦିଲ୍ଲୀ, ୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ଫସଲ ବିକି ୫୦ ହଜାର ଟଙ୍କା ସାଇତି ରଖିଥିଲେ କୃଷକ, ମୂଷା ଟିକି ଟିକି କରିଦେଲା

ଚେନ୍ନାଇ,୨୨।୧୦: ତାମିଲନାଡୁର କୋଏମ୍ବାଟୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ଫସଲ ବିକି ୫୦ ହଜାର ଟଙ୍କା ଜଣେ କୃଷକ ବାକ୍ସରେ ସାଇତି ରଖିଥିବାବେଳେ ତାକୁ...

‘ଜୟ ଶ୍ରୀରାମ’ ସ୍ଲୋଗାନ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି: ଅମର୍ତ୍ତ୍ୟ ସେନ୍‌

କୋଲକାତା,୬।୭: ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ଶୁକ୍ରବାର କହିଛନ୍ତି, ଏବେ ‘ଜୟ ଶ୍ରୀରାମ’ ସ୍ଲୋଗାନ କେବଳ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି।...

ପୃଥିବୀର ଉଚ୍ଚତମ ବ୍ରିଜ୍‌ ଟାଓ୍ବାର: ଉଚ୍ଚତା ୧୧୦ ମହଲା କୋଠା ସଦୃଶ

ବେଜିଂ, ୩୧।୧୨: ଚାଇନାର ଦକ୍ଷିଣ-ପଶ୍ଚିମ ଗିୟାଝୋଇ ପ୍ରାନ୍ତରେ ଥିବା ପିଙ୍ଗ୍‌ଟାଙ୍ଗ୍‌ ବ୍ରିଜ୍‌ ଟାଓ୍ବାରକୁ ମଙ୍ଗଳବାର ଲୋକାର୍ପିତ କରାଯାଇଛି। ଦୁଇ ପାହାଡ଼ ମଧ୍ୟରେ ଥିବା ଏହି ୨୧୩୫...

ରାଜ୍ୟରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, କଟକରୁ...

Advertisement
Archives

Model This Week