Posted inଜାତୀୟ

ରମଣ ସିଂ ଡାକ୍ତରଖାନାରେ ଭର୍ତ୍ତି

ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ ଡାକ୍ତରଖାନାରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଉପରେ ତୀକ୍ଷ୍ନ ନଜର ରଖିଛନ୍ତି। ଖୁବ୍‌ ଶିଘ୍ର ମେଡିକାଲ ବୁଲେଟିନ୍‌ ଜାରି କରାଯାଇ ତାଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ଦିଆଯିବ ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ତିନିଦିନ ତଳେ ଦିଲ୍ଲୀ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଥିଲେ। ଗତ ନିର୍ବାଚନରେ ରମଣ ସିଂ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ମାଓବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୬୪ ଆଇଇଡି ନିଷ୍କ୍ରିୟ

ଚାଇବାସା, ୧୩।୬: ଝାଡ଼ଖଣ୍ଡର ଚାଇବାସା ଜିଲାରେ ବଡ଼ଧରଣର ମାଓବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ ପାଇଁ ମାଓବାଦୀମାନେ କରିଥିବା ଯୋଜନା ଫସର...

ଗୁଲାମ ନବୀଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ, ୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ଙ୍କୁ ପ୍ରଶଂସା କରିଛନ୍ତି। ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ...

ପଶ୍ଚିମବଙ୍ଗରେ ୧୦ ମୃତ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ମମତାଙ୍କୁ ମୋଦିଙ୍କ ପ୍ରତିଶ୍ରୁତି

କୋଲକାତା,୧୧ା୧୧(ପି.ଟି.): ସାମୁଦ୍ରିକ ବାତ୍ୟା ବୁଲ୍‌ବୁଲ୍‌ ପଶ୍ଚିମବଙ୍ଗ ଉପକୂଳ ଜିଲାଗୁଡ଼ିକରେ ବ୍ୟାପକ କ୍ଷତି ଘଟାଇବା ପରେ ବାଂଲାଦେଶରେ ପ୍ରବେଶ କରିଛି। ଏଥିରେ ପଶ୍ଚିମବଙ୍ଗରେ ୧୦ ଜଣଙ୍କ ମୃତ୍ୟୁ...

ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୨।୧୨: ଜଣେ ନାବାଳିକାଙ୍କ ଓଢ଼ଣୀ ଟାଣିବା, ହାତ ଟାଣିବା ଏବଂ ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଆକ୍ଟ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ। କୋଲକାତା...

ଆତଙ୍କବାଦ ପଥ ଛାଡ଼ି ଘର ବାହୁଡ଼ି ଆସନ୍ତୁ ଯୁବବର୍ଗ

ଶ୍ରୀନଗର,୧୭।୧: ଜମ୍ମୁ-କଶ୍ମୀରରେ ସ୍ଥିତିରେ ଧୀରେଧୀରେ ପରିବର୍ତ୍ତନ ଆସିବାରେ ଲାଗିଛି। ତେବେ ଏବେ ବି ଏଠାରେ ୨୧୭ ଆତଙ୍କବାଦୀ ଲୁଚି ରହିଛନ୍ତି। ଗତ ୧୦ ବର୍ଷ ମଧ୍ୟରେ...

ସେନାରେ ଠିକା ନିଯୁକ୍ତିକୁ ବିରୋଧ

ନୂଆଦିଲ୍ଲୀ,୧୬।୬ ହିନ୍ଦୀ ଫିଲ୍ମ ଶୀର୍ଷକରେ ଭୁଲ୍‌ ଯୋଜନାଟିଏ କରି ବହୁ କୋଟି ଟଙ୍କା ବ୍ୟୟରେ ତା’ର ପ୍ରଚାର କରାଇଲେ ଭାରତୀୟ ସେନା ଶକ୍ତିଶାଳୀ ହୋଇଉଠିବ ବୋଲି...

କୋଭାକ୍ସିନ ୭୮% ଫଳପ୍ରଦ

ହାଇଦ୍ରାବାଦ, ୨୨।୪: ଭାରତ ବାୟୋଟେକ୍‌ ପ୍ରସ୍ତୁତ ‘କୋଭାକ୍ଦିନ’ ମୋଟାମୋଟି ଭାବେ ୭୮% ଫଳପ୍ରଦ ବୋଲି ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାରୁ ଜଣାପଡ଼ିଛି। ତେବେ ଗୁରୁତର କୋଭିଡ୍‌...

ରାୟଗଢ଼ ଭୂସ୍ଖଳନରେ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୩।୭: ପଶ୍ଚିମ ଓ ଉପକୂଳ ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରୁ ହୋଇଥିବା ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅଲଗା ଅଲଗା ସ୍ଥାନରେ ଫଶିରହିଥିବା ଲୋକଙ୍କୁ...

Advertisement
Archives

Model This Week