Posted inଜାତୀୟ

ରମାଦେବୀଙ୍କ ଉପରେ ବିବାଦୀୟ ଟିପ୍ପଣୀ: କ୍ଷମା ମାଗିଲେ ଆଜମ୍‌ ଖାଁ

ନୂଆଦିଲ୍ଲୀ,୨୯।୭: ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାଁ ଭାଜପା ଏମ୍‌ପି ରମାଦେବୀଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଥିଲେ। ତେବେ ସୋମବାର ଲୋକସଭାରେ ଗୃହର ସାଧାରଣ କାର୍ଯ୍ୟ ପୂର୍ବରୁ ଆଜମ୍‌ ଖାଁ ଏନେଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ କ୍ଷମା ମାଗିଛନ୍ତି। ଯଦି ତାଙ୍କର ମନ୍ତବ୍ୟ ନେଇ କାହାକୁ କଷ୍ଟ ହୋଇଥାଏ କିମ୍ବା ଭାବନାରେ ବାଧା ପହଞ୍ଚିଥାଏ ସେଥି ପାଇଁ ସେ କ୍ଷମା ମାଗିନେଉଛନ୍ତି ବୋଲି କହିଥିଲେ। ଆଜମ୍‌ କ୍ଷମା ମାଗିବା ପରେ ଗୃହରେ ଭାଜପା ଏମ୍‌ପିଙ୍କ ପକ୍ଷରୁ ହଟ୍ଟଗୋଳ ଆରମ୍ଭ ହୋଇଥିଲା। ପରେ ଗୃହ ଶାନ୍ତ ହେବା ସହିତ ସାଧାରଣ ଭାବେ କାର୍ଯ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ପ୍ରଧାନମନ୍ତ୍ରୀ ମୋଦି: କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିଛନ୍ତି। ଦେବ ଦୀପାବଳି ଏବଂ ଗୁରୁ ନାନକ ଦେବ ଜୀଙ୍କର ପବିତ୍ର ପ୍ରକାଶ ପର୍ବର ଶୁଭେଚ୍ଛା...

ଲକ୍ଷଣ ପ୍ରକାଶ ପାଇଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ କୋଭାକ୍ସିନ୍‌ ୫୦ ପ୍ରତିଶତ ଫଳପ୍ରଦ, ଏମ୍ସ୍‌ ରିପୋର୍ଟ…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦେଶରେ ଟିକାକରଣ ଅଭିଯାନ...

ଆସନ୍ତା ବର୍ଷ ଜାନୁୟାରୀରେ ମୁକୁଳି ପାରନ୍ତି ଶଶିକଳା

ବେଙ୍ଗାଲୁରୁ,୧୫ ।୯: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତା ଜୟାଲଳିତାଙ୍କ ଅତି ନିକଟତମ କୁହାଯାଉଥିବା ଭିକେ ଶଶିକଳା ବେଙ୍ଗାଲୁରୁର ସେଣ୍ଟ୍ରାଲ ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି ।...

ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୧୧ ।୧୦: ଲଖିମପୁର ଖେରି ହିଂସା ଘଟଣାର ପ୍ରତିବାଦରେ ସୋମବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି । ଶାସକ ମହା ବିକାଶ ଅଘାଡି(ଏମ୍‌ବିଏ)ର ସହଯୋଗୀ ଦଳ...

ଧର୍ମନିରପେକ୍ଷ ରାଷ୍ଟ୍ରରେ ଧର୍ମ ଆଧାରରେ ବିଭକ୍ତିକରଣ ଅନୁଚିତ, ହାଇକୋର୍ଟ…

ଚେନ୍ନାଇ, ୧୦।୨ : ମନ୍ଦିର ପରିସରରେ ପ୍ରବେଶ ପାଇଁ ପାରମ୍ପରିକ ଡ୍ରେସ କୋଡକୁ ନିର୍ଦ୍ଦେଶ ଦେବା ପାଇଁ ମାଡ୍ରାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଶୁଣାଣି...

ଏପ୍ରିଲ ସୁଦ୍ଧା ଭାରତରେ ହୋଇପାରେ ଇଟାଲି ସ୍ଥିତି

ମୁମ୍ବାଇ,୨୪ା୩(ଆଇଏନ୍‌ଏସ୍‌): କୋଭିଡ-୧୯ ଭୂତାଣୁ ଭାରତରେ ଯେଉଁଭଳି ବ୍ୟାପିବାରେ ଲାଗିଛି, ଏହା ମାସକ ମଧ୍ୟରେ ଦେଶରେ ବଡ଼ଧରଣର ମେଡିକାଲ ବିପର୍ଯ୍ୟୟ ସୃଷ୍ଟି ହୋଇପାରେ। ଏଥିପାଇଁ ଅନ୍ତତଃ ଦୁଇସପ୍ତାହ...

ଶ୍ରୀନଗର ଏଚ୍‌ଏମ୍‌ଟି ଅଞ୍ଚଳରେ ଆତଙ୍କବାଦୀ ଆକ୍ରମଣ: ୨ଯବାନ ଶହୀଦ

ଶ୍ରୀନଗର,୨୬।୧୧: ମୁମ୍ବାଇର ୨୬/୧୧ ଆକ୍ରମଣକୁ ଆଜି ୧୨ ବର୍ଷ ପୂରିଥିବା ବେଳେ ଜମ୍ମୁ-କଶ୍ମୀର ଶ୍ରୀନଗରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଗୁରୁବାର ଦ୍ୱିପ୍ରହରରେ ଶ୍ରୀନଗର...

ଅନୁକମ୍ପାମୂଳକ ନିଯୁକ୍ତି ନୀତିରେ ପରିବର୍ତ୍ତନ, ଚିକିତ୍ସା ପାଇଁ ଅବସର ନେଇଥିବା କର୍ମଚାରୀଙ୍କ ପରିଜନଙ୍କୁ ନିଯୁକ୍ତି…

ନୂଆଦିଲ୍ଲୀ, ୧୨।୭ : ଅନୁକମ୍ପାମୂଳକ ନିଯୁକ୍ତିକୁ ନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନୀତିରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ସେବା ସମୟରେ ମୃତ୍ୟୁ ଘଟୁଥିବା...

Advertisement
Archives

Model This Week