ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ସହକାରୀ ଅଧୀକ୍ଷକଙ୍କ ବଦଳି ଦାବିରେ ରବିବାର ଅନ୍ତେବାସିନୀମାନେ ଇନ୍ଦିରା ଗାନ୍ଧୀ ଆଦିବାସୀ ଛାତ୍ରୀ ନିବାସ ଆଗରେ ଧାରଣାରେ ବସିଥିଲେ। ହଷ୍ଟେଲ ସହକାରୀ ଅଧୀକ୍ଷକ ବିଶ୍ୱମୋହିନୀ ପତି ଛାତ୍ରୀମାନଙ୍କୁ ବାହାରକୁ ଛାଡ଼ୁ ନ ଥିବା ଏବଂ ଅଭିଭାବକଙ୍କୁ ଦୁର୍ବ୍ୟବହାର କରୁଥିବା ଛାତ୍ରୀମାନେ ଅଭିଯୋଗ କରିଥିଲେ। ଏ ନେଇ ଜଣେ ଛାତ୍ରୀ କହିଥିଲେ, ସହକାରୀ ଅଧୀକ୍ଷକ ଆମ ଅଭିଭାବକଙ୍କ ସହ ଖରାପ ବ୍ୟବହାର କରୁଛନ୍ତି। ଛୋଟ ଛୋଟ କଥାରେ ବାହାର କରିବା ପାଇଁ ଧମକ ମଧ୍ୟ ଦେଉଛନ୍ତି। ଏଭଳି ବ୍ୟବହାରରେ ଆମେ ନିରୁତ୍ସାହିତ ହୋଇଯାଇଛୁ। ତେଣୁ ତାଙ୍କର ବଦଳି ପାଇଁ ଆମେ ଦାବି କରୁଛୁ। ସେପଟେ ଛାତ୍ରୀଙ୍କ ଏଭଳି ଅଭିଯୋଗକୁ ସହକାରୀ ଅଧୀକ୍ଷକ ବିଶ୍ୱମୋହିନୀ ପତି ଖଣ୍ଡନ କରିଛନ୍ତି। ଛାତ୍ରୀମାନେ ଆଣିଥିବା ଅଭିଯୋଗ ମିଛ ଏବଂ ଛାତ୍ରୀଙ୍କ ସୁରକ୍ଷା ପାଇଁ ନିୟମ କଡ଼ାକଡ଼ି ପାଳନ ହେଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri