ଦକ୍ଷତା ବିକାଶରେ ଓଡ଼ିଶା ୧ନମ୍ବର

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଦେଶର ବହୁ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦକ୍ଷତା ବିକାଶ କ୍ଷେତ୍ରରେ ଶୀର୍ଷ ସ୍ଥାନ ଗ୍ରହଣ କରିଛି। ଗୁଜରାଟ, ଆନ୍ଧ୍ରପ୍ରଦେଶ, କର୍ନାଟକ ପରି ବିକଶିତ ରାଜ୍ୟମାନଙ୍କୁ ପଛରେ ପକାଇ ଓଡ଼ିଶା ଏହି ସ୍ଥାନକୁ ହାସଲ କରିବାରେ ସଫଳ ହୋଇପାରିଛି ବୋଲି କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ସୋମବାର ଆୟୋଜିତ ଦକ୍ଷତା ବିକାଶ କର୍ମଶାଳାର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ ସାହୁ କହିଥିଲେ, ଦେଖିବାକୁ ଗଲେ ଓଡ଼ିଆମାନଙ୍କ ମଧ୍ୟରେ ଦକ୍ଷତା ବହୁତ ପୁରୁଣା ଦିନରୁ ରହି ଆସିଛି। ସେ ହଜାର ବର୍ଷ ପୁରୁଣା କୋଣାର୍କ ମନ୍ଦିର ଧରିନିଅ। ସେତେବେଳେ ତ କୌଣସି ଦକ୍ଷତା ବିକାଶ ତାଲିମ୍‌ ଦିଆଯାଉ ନ ଥିଲା। କିନ୍ତୁ ସେମାନଙ୍କ ନିପୁଣତା ତାଙ୍କ କାର୍ଯ୍ୟଶୈଳୀରେ ପରିଦର୍ଶିତ ହେଉଛି। ଏବେ ଆମେମାନେ କେବଳ ଦକ୍ଷତାକୁ ଏକ ନୂଆ ଢାଞ୍ଚା ଦେଉଛନ୍ତି, ତା’ ଛଡ଼ା ଆଉ କିଛି ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଆପାର୍ଟମେଣ୍ଟରୁ ଖସି ଛାତ୍ରୀ ମୃତ୍ୟୁ ଘଟଣା: ମୃତ୍ୟୁ ପୂର୍ବରୁ କୃତ୍ତିକାଙ୍କ ଦେହରେ ଥିଲା ବିଷ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବିଜେବିନଗରସ୍ଥିତ ଏକ ଆପାର୍ଟମେଣ୍ଟର ଚତୁର୍ଥ ମହଲାରୁ ଖସି ଅଷ୍ଟମଶ୍ରେଣୀ ଛାତ୍ରୀ କୃତ୍ତିକା ମିଶ୍ରଙ୍କ ରବିବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ମୃତ୍ୟୁ...

ଦାବି ପୂରଣ ପାଇଁ ଭିନ୍ନ ପନ୍ଥା ଆପଣାଇଲେ:ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଗାଁସାଥୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ଉତ୍କଳ ବିଶ୍ୱଦ୍ୟାଳୟର ପରିଜା ଲାଇବ୍ରେରୀ ଛାତ ଉପରୁ ଜଣେ ଯୁବକ ଆତ୍ମହତ୍ୟା ଧମକ ଦେବା ଘଟଣା ମନରୁ ନ ଲିଭୁଣୁ ସୋମବାର ଆଉଏକ...

ଦୁର୍ଘଟଣା ପରେ ବଦଳିଲା ଟ୍ରେନ୍‌ ଗତିପଥ

କଟକ ଅଫିସ,୧୬।୧: କଟକ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସ ଗୁରୁବାର ସକାଳ ପ୍ରାୟ ୭ଟା ସମୟରେ ଲାଇନଚ୍ୟୁତ ହୋଇଛି। ୮ଟି ବଗି ଲାଇନଚ୍ୟୁତ...

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ଡେମୋ ଦେଖାଇଲେ ଡ୍ରାଇଭର ବର୍ଦ୍ଧନ

ଝାରସୁଗୁଡ଼ା ଅଫିସ,୧୭ା୨: ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ ରାସ୍ତାରେ ୨୦୧୬ରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ଅତି...

କରୋନା ଗୁଜବ ପ୍ରଚାରକରି ଜେଲ ଗଲେ ଯୁବକ

ତାଳଚେର,୧୮।୩(ନି.ପ୍ର.): କରୋନା ସମ୍ପର୍କରେ ମିଛ ଖବର ପ୍ରଚାରକରି ସାଧାରଣରେ ଆତଙ୍କ ସୃଷ୍ଟି କରୁଥିବା ଜଣେ ଯୁବକଙ୍କୁ ତାଳଚେର କଲିୟାରୀ ପୋଲିସ ମଙ୍ଗଳବାର ରାତିରେ ଗିରଫ କରି...

ଭଦ୍ରକରେ ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ: ୧୧୧୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲାରେ ବୁଧବାର ୫୦ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତ ସଂଖ୍ୟା ୧୧୧୮କୁ ବୃଦ୍ଧି...

ସ୍କୁଲ ବ୍ୟାଗ୍‌ ଯାଞ୍ଚ ପାଇଁ ଗଠନ ହେଲା ସ୍କ୍ବାଡ୍‌

ଭୁବନେଶ୍ୱର, ୧୧-୯(ବ୍ୟୁରୋ): ସ୍କୁଲ ବ୍ୟାଗ୍‌ ଓଜନ ଯାଞ୍ଚ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ତତ୍ତ୍ୱାବଧାନରେ ୩ ଜିଲାସ୍ତରୀୟ ସ୍କ୍ବାଡ ଗଠନ କରାଯାଇଛି। ଏହି ସ୍କ୍ବାଡ୍‌ ସ୍କୁଲଗୁଡ଼ିକୁ ପରିଦର୍ଶନ...

ପରଲୋକରେ ଅର୍ଥନୀତିଜ୍ଞ ବାସୁଦେବ ସାହୁ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବରିଷ୍ଠ ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରଫେସର ବାସୁଦେବ ସାହୁଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ରବିବାର ରାତିରେ ଇହଧାମ ତ୍ୟାଗ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *