ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ ଆରମ୍ଭ ହେବ। ଏହି ୪ମାସିଆ ପାଠ୍ୟକ୍ରମ ପାଇଁ ୩୦ସିଟ୍‌ ରହିଥିବାବେଳେ କୋର୍ସ ଫି’ ୮ହଜାର ଟଙ୍କା ରଖାଯାଇଛି। ପ୍ରକାଶନର ସମସ୍ତ ଦିଗ ଯେପରି କି ସମ୍ପାଦନ, ଦଳିଲ ଚୟନ ଓ ଏହାର ମୂଲ୍ୟାୟନ, ପ୍ରୁଫ୍‌ ରିଡିଂ, ଡିଜାଇନ ଓ ପୁସ୍ତକର ବିକ୍ରୟ ଯୋଜନା ଆଦି ଏଥିରେ ଅନ୍ତର୍ଭୁକ୍ତ ରହିବ। ବିଭିନ୍ନ ପ୍ରକାଶନ ଶିଳ୍ପର ଅଭିଜ୍ଞ ବ୍ୟକ୍ତିମାନେ ଛାତ୍ରୀମାନଙ୍କୁ ଶିକ୍ଷାଦାନ କରିବେ। ଆଗ୍ରହୀ ଛାତ୍ରୀମାନେ ଆସନ୍ତା ୨୬ ତାରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷାଙ୍କୁ ଆବେଦନ କରିବାକୁ ପଡ଼ିବ। ଏନେଇ ଅଧିକ ବିବରଣୀ ବିଶ୍ୱବିଦ୍ୟାଳୟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ଏଥିରେ ଉଭୟ ରମାଦେବୀ ବିଶ୍ୱବିଦ୍ୟାଳୟ ଓ ବାହାରେ ସ୍ନାତକ ସମ୍ପୂର୍ଣ୍ଣ କରିଥିବା ଛାତ୍ରୀମାନେ ଆବେଦନ କରିପାରିବେ। ଏହି ପାଠ୍ୟକ୍ରମ ଦ୍ୱାରା ଛାତ୍ରୀମାନେ ସ୍ବାବଲମ୍ବୀ ହେବା ସହ ରୋଜଗାରକ୍ଷମ ହୋଇପାରିବେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡ଼ିପାରେ ରବି ଫସଲ

ଭୁବନେଶ୍ୱର,୨୧ା୧(ବ୍ୟୁରୋ):ବର୍ଷା ନ ହେବାରୁ ରାଜ୍ୟରେ ଖରିଫ ଫସଲ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ରହିଛି। ପଶ୍ଚିମା ବାୟୁ ପ୍ରବାହ ଧୋକା ଦେବାରୁ ରାଜ୍ୟରେ ବର୍ଷା...

ଆଜି ପୁଣି ଧାରଣାରେ ରୁଚିକାଙ୍କ ମା’

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଆଜି ପୁଣି ରୁଚିକାଙ୍କ ମା’ ଧାରଣାରେ ବସିଛନ୍ତି। ରୁଚିକାଙ୍କ ମୃତ୍ୟୁକୁ...

ସୁରେଶ ଦଳାଇ ହେଲେ ଉତ୍ତରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ରାଜ୍ୟ ସରକାର ସମ୍ବଲପୁର ରାଜସ୍ବ ଡିଭିଜନ କମିଶନର(ଉତ୍ତରାଞ୍ଚଳ ଡିଭିଜନ) ଭାବେ...

ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ: ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ସବୁ ଅଞ୍ଚଳକୁ ପ୍ରବେଶ କରିଛି। ଏନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ...

ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପଶୁପକ୍ଷୀଙ୍କୁ ଖାଦ୍ୟ ଦେବ ବିଏମ୍‌ସି: ଖର୍ଚ୍ଚ ବାବଦକୁ ୩ ଲକ୍ଷ ୬୦ ହଜାର ଦେଲେ ସରକାର

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସାରା ଦେଶରେ ଲକ୍‌ ଡାଉନ୍‌ ଘୋଷଣା ଯୋଗୁ ବାହାରେ ବୁଲୁଥିବା ପଶୁପକ୍ଷୀମାନେ ଖାଇବାକୁ ପାଉନାହାନ୍ତିି। ସୋମବାର ରାଜ୍ୟ ସରକାର ସାରା ରାଜ୍ୟରେ ଥିବା ନିରାଶ୍ରୟ...

‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ଲୋକାର୍ପିତ:ସ୍ଥାନପାଇଛି ବିଜୁବାବୁଙ୍କ ବ୍ୟବହୃତ ବିରଳ ସାମଗ୍ରୀ

ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି...

୩ ଜିଲାରେ ବଜ୍ରପାତ ସହ ବର୍ଷା ଲାଗି ସତର୍କତା ଜାରି

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟର ୩ ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବା ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩ ଜିଲାର କିଛି...

Advertisement
Archives

Model This Week