ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା, ଅପମୃତ୍ୟୁ ମାମଲା ରୁଜୁ କଲା ତିହିଡ଼ି ପୋଲିସ

ତିହିଡି,୨୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମର ଜଣେ ଯୁବକ ଗୁରୁବାର ସକାଳେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଶାନ୍ତ ବେହେରା(୨୫)। ମାନସିକ ବିକୃତି ଯୋଗୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାରଲୋକେ କହିଛନ୍ତି। ଏ ନେଇ ତିହିଡ଼ି ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୪୦/୧୯)ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ କାର୍‌ ମାଲିକଙ୍କୁ ନୋଟିସ

ଖୋର୍ଦ୍ଧା ଅଫିସ,୨୭।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଉପରକୁ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ...

ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ଆଶା

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶା ପ୍ରକଟ କରାଯାଇଛି। ଦୀର୍ଘ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ...

ବାଇକ୍‌ ଡିକି ଭାଙ୍ଗି ନେଇଗଲେ ୨ ଲକ୍ଷ ଟଙ୍କା

ରେଢାଖୋଲ,୨୩।୧୦(ଡି.ଏନ.ଏ.)-ସମ୍ବଲପୁର ଜିଲା ରେଢାଖୋଲ ସହର ବସ୍‌ଷ୍ଟାଣ୍ଡ ନିକଟ ରାଣିବନ୍ଧସ୍ଥିତ ଏକ ସାନିଟାରି ଦୋକାନ ସମ୍ମୁଖରୁ ଶୁକ୍ରବାର ବାଇକ୍‌ ଡିକି ଭାଙ୍ଗି ୨ ଲକ୍ଷ ଟଙ୍କା ଲୁଟ୍‌...

ବିଭିନ୍ନ ଦାବି ନେଇ ନାଲ୍‌କୋ ସିପିପି ଟ୍ରକଚାଳକଙ୍କ ଆନ୍ଦୋଳନ

ବଅଁରପାଳ,୧୭ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସିପିପି ପ୍ଲାଣ୍ଟକୁ ପରିବହନ ପାଇଁ ଯାଉଥିବା ଟ୍ରକଚାଳକମାନେ ବିଭିନ୍ନ ଦାବି ନେଇ ରବିବାର ପ୍ଲାଣ୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ...

ମହେଶ୍ୱର ହତ୍ୟା ମାମଲା : ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍‌ ସଞ୍ଜୟ କୁମାର ସାହୁ...

ଗାଁ ଗାଁ ବୁଲି ମାସ୍କ ବାଣ୍ଟିଲେ, ସଚେତନ କଲେ ସରପଞ୍ଚ

ପିପିଲି,୨୮ା୩(ସ୍ବ.ପ୍ର.)- କରୋନାକୁ ମୁକାବିଲା କରିବାକୁ ହେଲେ ସମସ୍ତେ ନିଜ ଘରେ ରହନ୍ତୁ। ଆବଶ୍ୟକତା ନ ଥିଲେ ପଦାକୁ ବାହାରନ୍ତୁ ନାହିଁ। ବର୍ତ୍ତମାନ କରୋନା ଭୂତାଣୁ ସଙ୍ଗିନ୍‌...

ମଧ୍ୟାହ୍ନଭୋଜନରୁ ବାହାରିଲା କାଚଗୁଣ୍ଡ, ଗୋଡ଼ି

ରାଇରଙ୍ଗପୁର, ୧ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ପୁରୁଣାଘାଟି ବସ୍ତି ଅଞ୍ଚଳସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ମଧ୍ୟାହ୍ନଭୋଜନରୁ କାଚଗୁଣ୍ଡ, ଗୋଡି ସମେତ...

ବଡ଼ବିଲ ପୌର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ହଡ଼ପ ଘଟଣା: ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ବଡ଼ବିଲ, ୨୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ (ଇକୋନୋମିକ ଅଫେନ୍ସ ୱିଙ୍ଗ) ରବିବାର ଆଉ ଜଣେ...

Advertisement
Archives

Model This Week