Posted inଜାତୀୟ

ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ପାଠ ପଢୁଛନ୍ତି ଛାତ୍ରୀ

ଭୋପାଳ,୨।୭: ପାଠ ପଢିବା ପାଇଁ ଖାତା ବହି, ସିଲଟ, କଲମ ଅବା ପେନସିଲ୍‌ ଆବଶ୍ୟକ ହୋଇଥାଏ। ତେବେ ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଥିବା ଏକ ପ୍ରାଥମିକ ସ୍କୁଲରେ ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ଛାତ୍ରୀମାନେ ପାଠ ପଢିବା ଆରମ୍ଭ କରୁଛନ୍ତି। ଜିଲା ମୁଖ୍ୟାଳୟ ଠାରୁ ପ୍ରାୟ ୬୦ କିଲୋମିଟର ଦୂରରେ ଥିବା ସରକାରୀ ବାଳିକା ବିଦ୍ୟାଳୟରେ ଏଭଳି ପାଠପଢା ହେଉଛି। ପ୍ରଧାନ ଶିକ୍ଷକ ରାଜେଶ ଚୌରେ ଛାତ୍ରୀମାନଙ୍କୁ ରସଗୋଲା ସହିତ ଅନ୍ୟ ମିଠା ବଣ୍ଟନ କରି ଏହାକୁ ଗଣିବାକୁ କହିଥାନ୍ତି। ଏହାର ଆକାର ସମ୍ପର୍କରେ ମଧ୍ୟ ଅନେକ ପ୍ରଶ୍ନ କରିଥାନ୍ତି। ଫଳରେ ଛାତ୍ରୀମାନେ ଖେଳ ମାଧ୍ୟମରେ ପାଠପଢା ସହଜରେ କରିପାରିଥାନ୍ତି। ଏଭଳି ପଦ୍ଧତି ଦ୍ୱାରା ଛାତ୍ରୀମାନଙ୍କର ବ୍ୟବହାରିକ ଜ୍ଞାନର ବିକାଶ ହୋଇପାରୁଥିବା ପ୍ରଧାନଶିକ୍ଷକ କହିଛନ୍ତି। ଏଠାରେ ପ୍ରଥମଠାରୁ ୫ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୧୬୦ ଜଣ ଛାତ୍ରୀଙ୍କୁ ଏହି ପଦ୍ଧତିରେ ପାଠପଢା ଯାଇଥାଏ। ନିଜ ଦରମା ଟଙ୍କା ଖର୍ଚ୍ଚ କରି ପ୍ରଧାନଶିକ୍ଷକ ଏଭଳି ପଦ୍ଧତିରେ ପାଠପଢା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri