ରସୁଲପୁର ସୀମା ସିଲ୍ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୪ା୪(ଡି.ଏନ୍.ଏ.)-ଶୁକ୍ରବାର ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ବରୀ ବ୍ଲକ ପ୍ରଶାସନ ତରଫରୁ ବରୀ- ରସୁଲପୁର ସୀମାକୁ ଗୋଳକୁଣ୍ଡଠାରେ ସିଲ୍ କରାଯାଇଛି । ବରୀ ଥାନା ଅଧିକାରୀ ମାର୍କଣ୍ଡ ମିଶ୍ର, ବରୀ ତହସିଲଦାର ସରୋଜକାନ୍ତ ନାୟକ, ଗୋଳକୁଣ୍ଡ ସରପଞ୍ଚ ଶରତ କୁମାର ଜେନା ପ୍ରମୁଖ ସିଲ୍ କରାଯିବାବେଳେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଯୋଡ଼ା,୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ନମିରା ଗ୍ରାମ ନିକଟ ରେଳ ଲାଇନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସେ ହେଲେ...

ବ୍ରହ୍ମପୁରରେ ନକଲି ସସ୍‌ କାରଖାନା

ବ୍ରହ୍ମପୁର ଅଫିସ,୨୩।୧- ବ୍ରହ୍ମପୁର ସହରତଳି ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ କରୁଛି ପୋଲିସ। ବଡବଜାର ଥାନା ଫାଷ୍ଟଗେଟ୍‌ ଗଣପତିନଗରରୁ ଶନିବାର ରାତିରେ...

ଶ୍ୱଶୂରଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଛାଡ଼ି ଯାଇଥିବା ଜ୍ୱାଇଁଙ୍କ ମୃତ୍ୟୁ: ପୋଲିସ ମାଡ଼ରେ ମୃତ୍ୟୁ ଘଟିଥିବା କହିଲେ ସ୍ତ୍ରୀ

ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର...

ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୫୨ ହଜାର: ୫୬ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୬ ଲକ୍ଷ ୮୬...

ଆନ୍ଦୋଳନକୁ ଓହ୍ଲାଇବ ପଞ୍ଚାୟତ କର୍ମଚାରୀ ସଙ୍ଘ

ଯାଜପୁର ରୋଡ,୧୧-୯(ନି.ପ୍ର.)- ଓଡ଼ିଶା ଗ୍ରାମ ପଞ୍ଚାୟତ କର୍ମଚାରୀ ସଙ୍ଘର ଯାଜପୁର ଜିଲା ଶାଖାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲା ସଭାପତି ବଳରାମ ଚୁହାଣଙ୍କ ସଭାପତିତ୍ୱରେ ପାଣିକୋଇଲି...

ରାୟଗଡ଼ାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ରହିଛନ୍ତି ଗୋଟିଏ ପରିବାରର ମା’, ବାପା ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା ଅଫିସ,୨୦।୬: ରାୟଗଡ଼ା ଜିଲାରେ ଶନିବାର ୫ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗୁଣୁପୁର ବ୍ଲକର ୪ ଜଣ। ଅନ୍ୟ ଜଣେ ରାମନାଗୁଡ଼ା ବ୍ଲକର...

ବିପଦ ସଙ୍କେତ ନିକଟତର ୩ ନଦୀ

ଛତ୍ରପୁର,୨୫ା୧୦(ଡି.ଏନ.ଏ)- ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ବର୍ଷା ଲାଗିରହିଛି। ବିଭିନ୍ନ ସ୍ଥାନରେ ପାଣି ଜମିଛି। ୨୪ ଘଣ୍ଟା ମଧ୍ୟରେ ଜିଲାରେ...

ଦୁଇ ମାସର ଝିଅକୁ ଧରି ଆତ୍ମସମର୍ପଣ କଲେ ମହିଳା ମାଓବାଦୀ

ରାୟଗଡ଼ା ଅଫିସ, ୭।୧୧: ଦୁଇମାସର ଶିଶୁ କନ୍ୟାକୁ ଧରି ଜଣେ ମହିଳା ମାଓବାଦୀ ଗୁରୁବାର ରାୟଗଡ଼ା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ହେଲା...

Advertisement


Archives

Model This Week

Why Dharitri