Posted inଜାତୀୟ

ର଼୍ୟାମ୍ପ୍‌ରେ ଚାଲିବେ କୁକୁର: ୪୦ ଦେଶୀ-ବିଦେଶୀ ପ୍ରଜାତି ହେବେ ସାମିଲ୍‌

ଜୟପୁର,୧୯।୧: ମଣିଷ ର଼୍ୟାମ୍ପ୍‌ରେ ଚାଲିବା ଜଣା ଅଛି ତେବେ କୁକୁର ଏପରି କରିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ରାଜସ୍ଥାନ ଜୟପୁରରେ ଏଭଳି ଏକ ନିଆରା ଶୋ ଆୟୋଜିତ ହେବାକୁ ଯାଉଛି। ସ୍ଥାନୀୟ ଦଶହରା ପଡ଼ିଆରେ ରାଜସ୍ଥାନ କେନଲ କ୍ଲବ୍‌ ପକ୍ଷରୁ ଏହା ଅନୁଷ୍ଠିତ ହେବ। ଚମ୍ପିୟନ ଟାଇଟଲ ପାଇଁ କୁକୁରମାନଙ୍କ ମଧ୍ୟରେ ଏହି ପ୍ରତିଯୋଗୀତା କରାଯାଉଥିବା ଶୋର ଆୟୋଜକ ବିରେନ୍‌ ଶର୍ମା ସୂଚନା ଦେଇଛନ୍ତି। ଏଥିରେ ୪୦ରୁ ୫୦ ଦେଶୀ-ବିଦେଶୀ ପ୍ରଜାତିର ପ୍ରାୟ ୫ ଶହ କୁକୁର ସାମିଲ୍‌ ହେବେ। ଶୋର ବିଚାରକ ମଣ୍ଡଳୀରେ ଦିଲ୍ଲୀର ଶରତ ଶର୍ମା ଏବଂ କାନପୁରର ରଣଜିତ୍‌ ସିଂ ମୁଞ୍ଜାଲା ରହିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ଆରମ୍ଭ ହେବ କର୍ତ୍ତାରପୁର କରିଡର ପାଇଁ ପଞ୍ଜୀକରଣ

ଚଣ୍ଡିଗଡ଼,୧୬।୧୦: କର୍ତ୍ତାରପୁର କରିଡର ଯାତ୍ରା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର ଫର୍ମ ଜାରି କରିଯାଇଛି। ଏହାକୁ ତୀର୍ଥଯାତ୍ରୀ ଅନ୍‌ଲାଇନରେ ଆବେଦନ କରିପାରିବେ। ପାକିସ୍ତାନରେ...

ଆତଙ୍କବାଦୀ ଆକ୍ରମଣର ଧମକ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଶିମଲା,୨୩ ।୧୧: ହିମାଚଳ ପ୍ରଦେଶ ଶିମଲା ରେଲୱେ ଷ୍ଟେଶନର ଅଥରିଟି କାଲକା-ଶିମଲା ରେଲୱେରେ ସୁରକ୍ଷା କଡାକଡି କରିଛନ୍ତି । ଚଳିତ ମାସ ଆରମ୍ଭରେ କିଛି ଆତଙ୍କବାଦୀ...

ସୋସିଆଲ ମିଡିଆ-ଆଧାର ଲିଙ୍କ୍‌ ପାଇଁ ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ,୬ା୨(ପି.ଟି.): ସୋସିଆଲ ମିଡିଆ ୟୁଜର୍ସଙ୍କ ଆକାଉଣ୍ଟଗୁଡ଼ିକୁ ଆଧାର ସହ ସଂଯୋଗ କରିବା ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। କିନ୍ତୁ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମଗୁଡ଼ିକରେ ଫେକ୍‌...

ଯୋଗୀଙ୍କୁ ଅନୁସରଣ କଲେ ଗେହଲଟ: ଶିକ୍ଷକ ନିଯୁକ୍ତି ପେପର ଲିକ୍‌ ମାମଲାର ମାଷ୍ଟରମାଇଣ୍ଡ କୋଚିଂ ସଂସ୍ଥା ଉପରେ ବୁଲଡୋଜର…

ଜୟପୁର,୯।୧ : ଜେଡିଏ କାର୍ଯ୍ୟନିର୍ବାହୀ ଦଳ ସୋମବାର ସକାଳ ସାଢ଼େ ୭ଟା ରୁ ଜୟପୁରର ଜୋନ-୫ ଅଞ୍ଚଳର ଗୋପାଳପୁର ବାଇପାସ ମୁଖ୍ୟ ରୋଡ ଗୁର୍ଜର ଥାଡିରେ...

ଅନ୍‌ଲାଇନ୍‌ରେ ପିଆଜ କିଲୋ ୧୫୦, ଆଳୁ ୧୦୦

ଲକ୍ଷ୍ନୌ,୩୦।୯: ସମଗ୍ର ଦେଶରେ ଏବେ ପିଆଜ ଦର ବୃଦ୍ଧି ପାଇଛି। ଏହାର ବର୍ଦ୍ଧିତ ଦର ସାଧାରଣ ଲୋକଙ୍କ ପକେଟ୍‌କୁ ସିଧା ମାଡ଼ କରୁଛି। କେଉଁଠି ପିଆଜ...

କାହିଁକି ଚାକିରି ଛାଡୁଛନ୍ତି ଆଇଟିବିପି ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ଲୋକସଭାରେ ସରକାରଙ୍କ ଉତ୍ତର…

ନୂଆଦିଲ୍ଲୀ,୭।୨ : ସିଧାସଳଖ ନିଯୁକ୍ତି ମାଧ୍ୟମରେ କେନ୍ଦ୍ରୀୟ ଅର୍ଦ୍ଧସୈନିକ ବାହିନୀରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ହୋଇଥିବା ଯୁବ ଅଧିକାରୀମାନେ କାହିଁକି ଚାକିରି ଛାଡୁଛନ୍ତି? ଏହି ଗମ୍ଭୀର ପ୍ରସଙ୍ଗ...

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା:ହରିୟାଣାର ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ ରାହୁଲ

ଫରିଦାବାଦ/ନୂଆଦିଲ୍ଲୀ,୨୮।୬ (ପି.ଟି.):ହରିୟାଣାର କଂଗ୍ରେସ ନେତା ବିକାଶ ଚୌଧୁରୀଙ୍କୁ ଗୁରୁବାର ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ପ୍ରଦେଶ କଂଗ୍ରେସର ମୁଖପାତ୍ର ଥିବା ବିକାଶ ସେକ୍ଟର ୯ରେ ଥିବା...

ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ଲାଗିଲା ଝଟ୍‌କା

ମୁମ୍ବାଇ,୧୮।୨: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ଲାଗିଛି ବଡ ଝଟ୍‌କା। ଫେବୃୟାରୀ ୨୧ରେ ମୁମ୍ବାଇର ଆଜାଦ ମଇଦାନରେ ସିଏଏ, ଏନ୍‌ପିଆର୍‌, ଏନ୍‌ଆର୍‌ସି ବିରୋଧରେ ରାଲି...

Advertisement
Archives

Model This Week