ରାଇକିଆରେ କାଳବୈଶାଖୀ ବର୍ଷା

ରାଇକିଆ,୨୧ା୪(ଡି.ଏନ୍‌.ଏ.)- ମଙ୍ଗଳବାର ଅପରାହ୍ନରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳନ୍‌ରେ କାଳ ବୈଶାଖୀ ପ୍ରଭାବରେ ବର୍ଷାପବନ ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛ ପଡ଼ି କ୍ଷୟକ୍ଷତି ହୋଇଛି। ବିଦ୍ୟୁତ୍‌ ସେବା ମଧ୍ୟ ବନ୍ଦ ହୋଇଯାଇଛି। ଗତ କିଛିଦିନ ହେଲା ପ୍ରତ୍ୟେକ ଅପରାହ୍ନରେ ଏପରି ବର୍ଷାପବନ ହେଉଛି। ମଙ୍ଗଳବାର ବର୍ଷାପବନରେ ବଡ଼ବାରବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୋଠା ଉପରେ ଏକ ଗଛ ପଡ଼ି କୋଠାର କ୍ଷତି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri