ରାଇସ୍‌ ମିଲ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ

ଧରାକୋଟ,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ରାଇସ୍‌ମିଲ୍‌ ମାଲିକ ସଂଘ ପକ୍ଷରୁ କରୋନା ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସଂଘ ପକ୍ଷରୁ ଧରାକୋଟ ବିଡିଓ ବିବୁଧ ଗଡ଼ନାୟକଙ୍କୁ ୧ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ସଂଘ ପକ୍ଷରୁ ଜଗନ୍ନାଥ ପାତ୍ର, ପି. ଅରକ୍ଷିତ ପାତ୍ର, ସତ୍ୟନାରାୟଣ ପାତ୍ର, ପ୍ରତାପ ଗୌଡ଼, ସୁଧାକର ସ୍ବାଇଁ, ସନ୍ତୋଷ ପାଢ଼ୀ ପ୍ରମୁଖ ବିଡିଓଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉପସ୍ଥିତ ରହି ଏହି ସହାୟତା ରାଶି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri