ରାଇସ ମିଲ୍‌ରୁ ବିଷଧର ସାପ ଉଦ୍ଧାର

ବୁଗୁଡ଼ା,୨୭ା୫(ଡି.ଏନ.ଏ.)-ବୁଗୁଡ଼ା ସହର ନିକଟସ୍ଥ ଷୋହଳମାଇଲି ଠାରେ ଥିବା ଶଙ୍କର ରାଇସ୍‌ ମିଲରୁ ବୁଧବାର ଅପରାହ୍ନରେ ଏକ ୫ ଫୁଟିଆ ବିଷଧର ସାପ ଉଦ୍ଧାର କରାଯାଇଛି। ମିଲ୍‌ରେ କାମ କରୁଥିବାବେଳେ ଉକ୍ତ ସାପଟିକୁ ଅଚାନକ ଜଣେବ୍ୟକ୍ତି ଦେଖିଥିଲେ। ଖବର ପାଇ ଦଦରାଖୋଲର ନାରାୟଣ ମହାରଣା ନାମକ ଜଣେ ସାପ ଧରାଳି ଘଟଣାସ୍ଥଳରେ ପହଞ୍ଚତ୍ ଉକ୍ତ ସାପକୁ ଉଦ୍ଧାର କରିଥିଲେ। ପରେ ସେ ସାପଟିକୁ ବୁଦ୍ଧଖୋଲ ଜଙ୍ଗଲରେ ଛାଡ଼ି ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ...

ଭୋଜି ସାରି ଫେରୁଥିଲେ ଓଲଟିଲା ଅଟୋ

ସୋରଡ଼ା,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତ କେଶରିପାଟନା ଗ୍ରାମର ଶୁକ୍ରବାର ଏକ ଅଟୋ ଓଲଟି ପଡ଼ିବାରୁ ଗୋଟିଏ ପରିବାରର ୭ ଜଣ...

ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ

ଜେନାପୁର/ଧର୍ମଶାଳା, ୧୫।୫ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅଧୀନ କବାଟବନ୍ଧ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଜଣେ ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର...

ବର୍ଷା-ଅନୁଭବ ପାରିବାରିକ ବିବାଦର ଅନ୍ତ

କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍‌ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ...

ଘରେ ପହଞ୍ଚିବା ସ୍ବପ୍ନ ଅଧୁରା ରହିଲା

ସୋନପୁର,୨୮ା୫(ନି.ପ୍ର.)  ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢି ଚାଲିଛି। ମହାରାଷ୍ଟ୍ରରୁ ପଶ୍ଚିମବଙ୍ଗକୁ ଫେରୁଥିବା ଜଣେ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ମୃତ ଶ୍ରମିକଙ୍କ...

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୧ା୫: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏନେଇ ମହିଳା ଜଣଙ୍କ ଥାନାରେ ଅଭିଯୋଗ...

ମନ୍‌ବଲ ଆଗ୍‌କେ ବଢ଼ବାର ବାଟ କଢ଼ାସି

ଲାଠୋର, ୧୫ା୪ (ଡି.ଏନ୍‌.ଏ): ସମାଜରେ ସଭେ ଜିଁବାର ଖାଏବାର ଲାଗି କିଛି ନାଇଁ କିଛି କରୁଛନ୍‌। କିଏ ବୁଧି ବିବେକ ଖଟେ ତ ଆର କିଏ...

ମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ୩ଦିନ ପରେ ମଧ୍ୟ ପଡିଛି ଅଇଁଠା ପ୍ଲେଟ୍‌

ଦାରିଙ୍ଗବାଡ଼ି,୩୧।୧୦(ଡି.ଏନ୍‌.ଏ): ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗତ ଗୁରୁବାର ଓ ଶୁକ୍ରବାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମଗୁଡ଼ିକରେ ଦଳୀୟ ନେତା...

Advertisement
Archives

Model This Week