ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ, ଟିକେଟ କରିଦେବାକୁ କହି ଜଣେ ରେଲୱେ କର୍ମଚାରୀ ଯୁବତୀଙ୍କୁ ବଳାତ୍କାର କରିଛନ୍ତି। ଯୁବତୀଙ୍କ ଅଭିଯୋଗ ପରେ ଜିଆର୍‌ପି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ରାଉରକେଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri