Posted inଫୁରସତ

ରାକ୍ଷୀରେ ଦିଅନ୍ତୁ ଏପରି ଗିଫ୍ଟ ଖୁସି ହୋଇଯିବେ ଭଉଣୀ

ଭଉଣୀ ଭାଇର ପବିତ୍ର ସମ୍ପର୍କକୁ ସୁଦୃଢ଼ କରିଥାଏ ରାକ୍ଷୀ। ତେବେ ଏହି ରାକ୍ଷୀପୂର୍ଣ୍ଣିମାକୁ ସବୁ ଭାଇଭଉଣୀ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି। ରକ୍ଷାବନ୍ଧନ ଆସିଗଲେ ବଜାରରେ ରାକ୍ଷୀ, ମିଠା, ଚକୋଲେଟ ସହ ଗିଫ୍ଟ ଦୋକାନରେ ପ୍ରବଳ ଭିଡ଼ ଦେଖିବାକୁ ମିଳେ। କାରଣ ରକ୍ଷାକବଚ ଭାବି ଭଉଣୀଟିଏ ପବିତ୍ର ଡୋରୀକୁ ଭାଇଙ୍କ ହାତରେ ବାନ୍ଧି ଦେଇଥାନ୍ତି। ଏହାର ପ୍ରତିବଦଳରେ ଭଉଣୀଟି ସ୍ନେହରେ କିଛି ଗିଫ୍ଟ ଚାହିଁଥାନ୍ତି ଭାଇଙ୍କଠାରୁ।
ଅନେକ ଭାଇ ଅଛନ୍ତି ସେମାନେ ଭଉଣୀଙ୍କୁ ଗିଫ୍ଟ ଦେବାକୁ ଚାହୁଁଥିଲେ ମଧ୍ୟ କେଉଁ ଗିପ୍ଟ ଦେଲେ ଭଉଣୀଟିଏ ଖୁସି ହେବ ସେନେଇ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ତେବେ ଜାଣନ୍ତୁ କେଉଁ ଉପହାର ଦେବେ ଭଉଣୀଙ୍କୁ…
ଉପହାର ଦେବା ସମୟରେ ନଜର ରଖିବେ ଭଉଣୀଙ୍କୁ କ’ଣ ପସନ୍ଦ ହୋଇଥାଏ। ଯାହା ଦେବା ଫଳରେ ସେ ଅଧିକ ଖୁସି ହୋଇପାରିବେ।

ଯାନ୍ତ୍ରିକ ଉପକରଣ ବା ଲାପଟପ୍‌: ଆପଣ ଯଦି ଦାମୀ ଉପହାର ଦେବାକୁ ଚାହୁଁଛନ୍ତି ଲାପଟପ୍‌ ଦେଇ ପାରିବେ। କାରଣ ଟେକ୍‌ନିକାଲ ଯୁଗରେ ଏହି ସାମଗ୍ରୀ ବେଶୀ ଦରକାରରେ ଆସିଥାଏ। ଏହାଠୁ ଅଧିକ ଦାମୀ ଜିନିଷ ଦେବାକୁ ଚାହୁଁଥିଲେ ଗାଡ଼ି ମଧ୍ୟ ଦେଇପାରିବେ।

ବର୍ତ୍ତମାନ ସମୟରେ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଯଥା ସନ୍‌ ଗ୍ଲାସ, ପରଫ୍ୟୁମ, ଘଣ୍ଟା ଆଦି ଗିଫ୍ଟ କରିପାରିବେ। ଏଥିରେ ସେମାନେ ଅଧିକ ଖୁସି ହେବେ।

ସ୍ବାସ୍ଥ୍ୟ କିମ୍ବା ଜୀବନ ବୀମା : ଏହା ସବୁଠୁ ମହତ୍ତ୍ୱପୂର୍ଣ୍ଣ ଉପହାର। ଯାହା ସବୁଦିନ ପାଇଁ ମନେ ରହିବ। ଭଉଣୀ କିମ୍ବା ଭାଇଙ୍କ ଭବିଷ୍ୟତରେ କାର୍ଯ୍ୟରେ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri