ରାକ୍ଷୀ ପୂର୍ଣ୍ଣିମାରେ ମହିଳାମାନେ ମାଗଣା ବସ୍‌ ଯାତ୍ରା କରିବେ

ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାମାନଙ୍କୁ ବିଶେଷ ଉପହାର ଦେଇଛନ୍ତି। ଉକ୍ତଦିନ ମହିଳାମାନେ ମାଗଣାରେ ବସ୍‌ ଯାତ୍ରା କରିପାରିବେ ବୋଲି ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ସରକାରୀ ସିଟି ବସ୍‌ ଓ ଉତ୍ତର ପ୍ରଦେଶ ପରିବହନ ନିଗମ ବସ୍‌ରେ ମହିଳାମାନେ ମାଗଣା ଯାତ୍ରା କରିବେ। ଅଗଷ୍ଟ ୧୫ରେ ରାକ୍ଷୀ ପୂର୍ଣ୍ଣିମା ପଡୁଥିବାରୁ ୧୪ ଅଗଷ୍ଟ ରାତି ୧୨ଟାରୁ ୧୫ ଅଗଷ୍ଟ ରାତି ୧୨ଟା ପର୍ଯ୍ୟନ୍ତ ମହିଳାମାନେ ଏହି ମାଗଣା ଯାତ୍ରାର ଲାଭ ଉଠାଇ ପାରିବେ। ରାକ୍ଷୀ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ଅତିରିକ୍ତ ବସ୍‌ ଚଲାଇବାକୁ ମଧ୍ୟ ନିଷ୍ପତ୍ତି ନେଇଛନ୍ତି ସରକାର। ଅଗଷ୍ଟ ୧୩ରୁ ଏହା ଅଗଷ୍ଟ ୧୮ ପର୍ଯ୍ୟନ୍ତ ବିଭିନ୍ନ ମାର୍ଗରେ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri