Posted inଫୁରସତ

ରାଗ ଶୁଝାଇବା ପାଇଁ ବାଲକୋନିରୁ ଫିଙ୍ଗିଲେ ଚାଇନା ତିଆରି ଏଲ୍‌ସିଡି ଟିଭି

ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ସେନା ମୁହାଁମୁହିଁ ଘଟଣାରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହା ପରେ ସମଗ୍ର ଦେଶରେ ଚାଇନା ସାମଗ୍ରୀ ବ୍ୟାନ୍‌ ପାଇଁ ସ୍ବର ଉତ୍ତୋଳନ ହେଉଛି। ଏହି କ୍ରମରେ ସୁରଟ ସହରର ଭରଛା ଅଞ୍ଚଳରେ ଥିବା ପଞ୍ଚରତ୍ନ ସୋସାଇଟିର ଲୋକେ ଚାଇନା ସାମଗ୍ରୀକୁ ବ୍ୟାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏତିକିବେଳେ ଜଣେ ବ୍ୟକ୍ତି ରାଗରେ ନିଜ ଘର ବାଲୋକୋନିରୁ ଏକ ଚାଇନା ତିଆରି ଏଲ୍‌ସିଡି ଟିଭିକୁ ଫୋପାଡି ଦେଇଥିବା ଦେଖିବାକୁ ମିଳୁଛି। ଏହି ସୋସାଇଟି ବାହାରେ ଏକ ବ୍ୟାନର ଲଗାଯାଇଛି ଯେଉଁଥିଲେ ଲେଖା ଅଛି- ଆଜିଠାରୁ ଆମେ ଚାଇନାରେ ତିଆରି ସମସ୍ତ ଜିନିଷକୁ ବ୍ୟାନ୍‌ କରୁଛୁ। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri