Posted inଜାତୀୟ

ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରେ ରାଜଘାଟ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ୩ ସେନା ମୁଖ୍ୟ, ବରିଷ୍ଠ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ପ୍ରମୁଖ୍ୟ ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷୀୟା ଆଦିବାସୀଙ୍କୁ ୫୦ ହଜାରରେ ବିକ୍ରି

ଅହମଦାବାଦ,୧୭ା୧୦: ଗୁଜରାଟର ବନାସକାନ୍ଥାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ବିବାହ ପାଇଁ ତାଙ୍କ ୧୦ ବର୍ଷୀୟା ଝିଅଙ୍କୁ ୫୦ ହଜାର ଟଙ୍କାରେ...

ଟର୍ଚ ଲାଇଟ୍‌ ଲଗାଇ ଶିଶୁର ଚିକିତ୍ସା

ପାଟନା,୪।୮: ପୁଣି ଥରେ ପଦାରେ ପଡ଼ିଛି ବିହାରର ସ୍ବାସ୍ଥ୍ୟ ସେବା। ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଘୁରି ବୁଲିଛି, ଯେଉଁଥିରେ ଡାକ୍ତର ଟର୍ଚ ଲାଇଟ୍‌...

ରାଫାଲ କିଣାରେ ଦୁର୍ନୀତି: ମଧ୍ୟସ୍ଥିଙ୍କୁ ମିଳିଛି ୧୦ ଲକ୍ଷ ୟୁରୋ

ନୂଆଦିଲ୍ଲୀ,୫।୪: ରାଫାଲ ଯୁଦ୍ଧ ବିମାନ କିଣାରେ ବ୍ୟାପକ ଦୁର୍ନୀତି ହୋଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଫ୍ରାନ୍ସ୍‌ର ଓ୍ବେବସାଇଟ୍‌ ମିଡ଼ିଆ ପାର୍ଟରେ ଏନେଇ ତଥ୍ୟ ପ୍ରକାଶ ପାଇଛି।...

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ୪ ଦୋଷୀ

ନୂଆଦିଲ୍ଲୀ,୫।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ମୃତ୍ୟୁର ନୂଆଦିନ ସ୍ଥିର କରାଯାଇଛି। ପଟିଆଲା ହାଉସ କୋର୍ଟ ପକ୍ଷରୁ ଗୁରୁବାର ଦୋଷୀଙ୍କ ଫାଶୀ...

ରାମ ମନ୍ଦିରକୁ ୧ କୋଟି ଟଙ୍କା ଦାନ କଲେ ଉଦ୍ଧବ

ଅଯୋଧ୍ୟା,୭।୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଉଦ୍ଧବ ଠାକରେ ଶନିବାର ଅଯୋଧ୍ୟା ଗସ୍ତ କରିଛନ୍ତି। ସେ ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି...

ବିରୋଧୀଙ୍କୁ ମୁକାବିଲା କର

ନୂଆଦିଲ୍ଲୀ,୧ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ତାଙ୍କ ସରକାର ରକ୍ଷାତ୍ମକ ଅନୁଭବ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏ...

କଂଗ୍ରେସ ବିଧାୟକ ହୋଟେଲରେ ଦେଖୁଛନ୍ତି ସଲିମ୍‌ର ବିଦ୍ରୋହ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଜୟପୁର, ୧୮।୭: ରାଜସ୍ଥାନରେ ରାଜନୈତିକ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ଗତ ୫ ଦିନ ଧରି ଦିଲ୍ଲୀ ରୋଡ ସ୍ଥିତ ଆଲିଶାନ୍‌ ରିସୋର୍ଟରେ ରହିଥିବା ୧୦୦ରୁ...

Advertisement


Archives

Model This Week