Posted inଜାତୀୟ

ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଟ୍ରମ୍ପ୍‌ ସ୍ତ୍ରୀ ମେଲାନିଆଙ୍କ ସହିତ ମହାତ୍ମାଙ୍କ ସମାଧିସ୍ଥଳରେ ପହଞ୍ଚି ଏଭଳି କରିଛନ୍ତି। ଟ୍ରମ୍ପ୍‌ ରାଜଘାଟରେ ଥିବା ଭିଜିଟର୍ସ ବୁକ୍‌ରେ ଦସ୍ତଖତ କରିବା ପରେ ଏକ ବୃକ୍ଷ ଚାରା ମଧ୍ୟ ରୋପଣ କରିଛନ୍ତି। ଏହା ପୂର୍ବରୁ ସେ ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଅଢେଇ ବର୍ଷ ମୁଁ, ଅଢେଇ ବର୍ଷ ତୁମେ ହେବ ମୁଖ୍ୟମନ୍ତ୍ରୀ’

ପାଟନା,୧୭।୩: ବିହାରର ରାଜନୀତି ପୁଣି ଥରେ ରୋଚକ ମୋଡ଼ ନେଉଛି। ଏଥର ପ୍ରସଙ୍ଗ ଭାଜପା ଏବଂ ଜେଡିୟୁ ମଧ୍ୟରେ ନୁହେଁ, ବରଂ ବିକାଶଶୀଳ ଇନସାନ ପାର୍ଟି...

ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ, ୫ କୋଟି ୟୁଜର ପ୍ରଭାବିିତ

ନୂଆଦିଲ୍ଲୀ,୨୭।୧: କୃଷି ଆଇନକୁ ବିରୋଧ କରି ଦିଲ୍ଲୀରେ ଅନ୍ନଦାତା ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀର କେତେକ ଅଞ୍ଚଳରେ ମଙ୍ଗଳବାର...

୩୧ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ। ୩୧ ପୂର୍ବାହ୍ନ ୧୧ଟାରେ ରାଷ୍ଟ୍ରପତି ରାମନାଥ...

ପୁଅ ପିଲାଙ୍କ ଡ୍ରେସ୍‌ ପିନ୍ଧି ପରୀକ୍ଷା କେନ୍ଦ୍ରକୁ ଯାଇଥିଲେ ଛାତ୍ରୀ, ଆଉ ତା’ ପରେ…

ଗୁଆହାଟୀ,୧୭ା୯: ଆସାମରେ ଜଣେ ଛାତ୍ରୀ ପୁଅ ପିଲାଙ୍କ ଡ୍ରେସ୍‌ ପିନ୍ଧି ପରୀକ୍ଷା କେନ୍ଦ୍ରକୁ ଯାଇଥିବାରୁ ତାଙ୍କୁ ପରୀକ୍ଷା ଦେବା ପାଇଁ ଅନୁମିତି ମିଳି ନ ଥିଲା।...

ରେଲଓ୍ବେ ଟ୍ରାକ୍‌-ଏନ୍‌ଏଚ୍‌ ପାର୍ଶ୍ୱରେ ନିର୍ମିତ ହେବ ହେଲିପ୍ୟାଡ୍‌…

ନୂଆଦିଲ୍ଲୀ, ୧୦।୧ : ଆହତମାନଙ୍କୁ ତୁରନ୍ତ ହେଲିକପ୍ଟର ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ନିଆଯିବା ଯୋଜନା ଅନ୍ତର୍ଗତ ରେଲଓ୍ବେ ଟ୍ରାକ ଏବଂ ଜାତୀୟ ରାଜପଥ(ଏନ୍‌ଏଚ୍‌) ପାର୍ଶ୍ୱରେ ହେଲିପ୍ୟାଡ...

ଲାଲ୍‌ଟୋପି ଭାଜପାକୁ ବିପଦ

ଗୋରଖପୁର/ଲକ୍ଷ୍ନୌ,୮।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଶାସକ ବିରୋଧୀଙ୍କ ବାକ୍‌ଯୁଦ୍ଧ ସେତିକି ତୀବ୍ର ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର...

ବୋମ୍‌ଡିଲାରେ ବାଦଲ ଫଟା ବର୍ଷା: ୮ଶହ ଜଳବନ୍ଦୀ; ବହୁ ନିଖୋଜ

ଇଟାନଗର,୯।୭: ଅରୁଣାଚଳ ପ୍ରଦେଶ ବୋମ୍‌ଡିଲାରେ ମଙ୍ଗଳବାର ବାଦଲ ଫଟା ବର୍ଷା ହୋଇଛି। ଏହା ଯୋଗୁ ପଶ୍ଚିମ କାମେଙ୍ଗ୍‌ ଜିଲାର ନାଗ-ମନ୍ଦିର ଟେଙ୍ଗା ନିକଟରେ ଥିବା କାସ୍ପି...

ବିହାର, ମଧ୍ୟପ୍ରଦେଶ ଭୋଟର ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ବିଡେନଙ୍କ ଟିପ୍ପଣିକୁ ମନେ ରଖନ୍ତୁ: ଚିଦାମ୍ବରମ

ନୂଆଦିଲ୍ଲୀ,୧୮ ।୧୦: କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ବିହାର, ମଧ୍ୟପ୍ରଦେଶ ଓ ଦେଶର ଅନ୍ୟ ରାଜ୍ୟର ଜନତାଙ୍କୁ ଅପିଲ କରି କହିଛନ୍ତି, ଭୋଟ ଦେବା...

Advertisement
Archives

Model This Week