Posted inଜାତୀୟ

ରାଜଘାଟ ପହଞ୍ଚି ଜନତାଙ୍କୁ ଶାନ୍ତି ବଜାୟ ରଖିବାକୁ ଅପିଲ୍‌ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୫।୨: ଦିଲ୍ଲୀରେ ଶାନ୍ତି ଫେରାଇ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଉଦ୍ୟମ ଚଳାଇଛନ୍ତି। ମଙ୍ଗଳବାର ଅପରାହ୍ନରେ କେଜରିଓ୍ବାଲ ଓ ସିସୋଡିଆ ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହାପରେ ସମସ୍ତେ ମହାତ୍ମା ଗାନ୍ଧୀଙ୍କ ସମାଧି ପୀଠ ସମ୍ମୁଖରେ ବସି ଦିଲ୍ଲୀରେ ଶାନ୍ତି ବଜାୟ ରଖିବାକୁ ଜନତାଙ୍କୁ ନିବେଦନ କରିବା ସହ ପ୍ରାର୍ଥନା କରିଥିବା ଜଣାପଡ଼ିଛି। ଏହି ଅବସରରେ କେଜରିଓ୍ବାଲଙ୍କ ସହ ଆମ୍‌ ଆଦମୀ ପାର୍ଟି (ଏଏପି)ର ବହୁ ନେତା ସାମିଲ ହୋଇଥିଲେ। ସୂଚନାଯୋଗ୍ୟ, ଗତ କିଛି ଦିନରୁ ଦିଲ୍ଲୀ ଅଶାନ୍ତ ରହିଛି। ସେଠାରେ ହୋଇଥିବା ହିଂସାରେ ଏବେ ପର୍ଯ୍ୟନ୍ତ ଜଣେ ପୋଲିସ କନ୍‌ଷ୍ଟେବଳଙ୍କ ସହ ୭ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ଏହି ହିଂସା ଯୋଗୁ ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହେଉଛି। ଏହାକୁ ନେଇ ସାରା ଦେଶ ଓ ସରକାର ଚିନ୍ତିତ ରହିଛନ୍ତି ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri