Posted inଜାତୀୟ

ରାଜଧର୍ମ ରାଜନୀତି: ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ କହିଲେ ଶିବଲ

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହୋଇଥିବା ଭିଡ଼ହିଂସା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ଘେରିବାରେ ଲାଗିଛନ୍ତି। ମୋଦିଙ୍କ ରାଜଧର୍ମ ନେଇ ଏବେ ରାଜନୀତି ଜାରି ରହିଛି। ୨୦୦୨ରେ ଗୁଜରାଟ ଦଙ୍ଗା ସମୟରେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ମୋଦିଙ୍କୁ ରାଜଧର୍ମ ପାଳନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପରାମର୍ଶ ଦେଇଥିଲେ। ଏବେ ଏହାର ପୁନରାବୃତ୍ତି ଘଟିଛି। ଦିଲ୍ଲୀ ହିଂସା ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୋଦି ରାଜଧର୍ମ ପାଳନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏବେ କଂଗ୍ରେସ ସଦସ୍ୟ କପିଲ୍‌ ଶିବଲ ରାଜଧର୍ମ ନେଇ କହିଛନ୍ତି ଯେ, ବିଗତ ଦିନରେ ଗୁଜରାଟ ଦଙ୍ଗା ସମୟରେ ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ ଅବା ଆମ କଥାକୁ କାହିଁକି ଶୁଣିବେ। ଶିବଲଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ପୁଣି ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri