ରାଜଧାନୀରୁ ୨ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକ ରୋଡ଼,୧୦।୯(ଡି.ଏନ୍‌.ଏ): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ମଙ୍ଗଳବାର ରାଜଧାନୀ କିଟ୍‌ ଛକରେ ଚଢ଼ାଉକରି ଜଣେ ବ୍ରାଉନ୍‌ସୁଗାର ବ୍ୟବବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ରହୁଥିବା ରଞ୍ଜିତ ସାହୁ। ତାଙ୍କ ନିକଟରୁ ୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଜବତ ସାମଗ୍ରୀର ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଗୋଇନ୍ଦା ଇନ୍ସପେକ୍ଟର ଜଗଦୀଶ ସାମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ

ଭୁବନେଶ୍ୱର,୨୯।୩: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ କାରଣରୁ ତାଙ୍କୁ ବାଣପୁର ସବଜେଲରୁ ଭୁବନେଶ୍ୱରକୁ...

କାର୍ଯ୍ୟରତ କନଷ୍ଟେବଳଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟ କରୁଥିବା କନଷ୍ଟେବଳ ଶଶିକାନ୍ତ ପାଣିଗ୍ରାହୀ (୫୨) ଶନିବାର ଅପରାହ୍ନରେ ଡ୍ୟୁଟିରେ ଥିବାବେଳେ ହଠାତ୍‌ ମୃତ୍ୟୁବରଣ କରିଛନ୍ତି। ତାଙ୍କ ମୃତ୍ୟୁରେ...

ସିଲେକ୍ସନ ପଦ୍ଧତିରେ ବଛାଯିବେ ଯୁବ କଂଗ୍ରେସ ସଭାପତି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଯୁବ ସଙ୍ଗଠନକୁ ସଜାଡିବା ଲାଗି ଦଳ ଭିତରେ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଦଳ ପକ୍ଷରୁ ନୂଆ ଯୁବ ସଭାପତି...

‘ହାଲ୍‌’ ତଥ୍ୟ ପ୍ରଘଟ ଚର୍ଚ୍ଚା

ଭାରତରୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବାକୁ ବାହାର ଦେଶ ଦ୍ୱାରା ନିୟୋଜିତ ସୁନ୍ଦରୀ ତରୁଣୀମାନେ ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସେମାନେ ବିଭିନ୍ନ ପ୍ରତିରକ୍ଷା ଓ...

ଏବେବି ଆର୍‌ଟିଓରେ ଆବେଦନକାରୀଙ୍କ ଭିଡ଼

ଭଦ୍ରକ ଅଫିସ,୧୨।୩-ଏବେ ସବୁଠି ମୋଟରଯାନ ଆଇନ କଡ଼ାକଡ଼ି। ନିୟମ ଉଲ୍ଲଂଘନ କଲେ ଗଣିବାକୁ ପଡୁଛି ଜରିମାନା। ଏଥିସହ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରିଦିଆଯାଉଛି। ଏହି...

ସଦରରେ ୮୧.୭୩, ଓଡ଼ାପଡ଼ାରେ ୮୦.୪୩%

ଢେଙ୍କାନାଳ ଅଫିସ, ୧୯ ।୨ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟରେ ରାଜନୈତିକ ହିଂସାକୁ ନେଇ ଚର୍ଚ୍ଚାର ଶିରୋନାମା ପାଲଟିଥିବା ଢେଙ୍କାନାଳ ଜିଲାରେ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ...

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା...

ରିମାଣ୍ଡ ସରିଲା, ଚିପ୍‌କୁ ନେଇ କ୍ରାଇମ୍‌ବ୍ରାଞ୍ଚ ଚୁପ୍‌

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ ୩।୪ ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କଠାରୁ କ୍ରାଇମବ୍ରାଞ୍ଚ ଅନେକ ତଥ୍ୟ ସଂଗ୍ରହ...

Advertisement
Archives

Model This Week