ରାଜଧାନୀରେ ଆଜିଠାରୁ ଖୋଲିଲା ପାର୍କ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜଧାନୀରେ ରବିବାରଠାରୁ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି। ଦୀର୍ଘ ୬୪ ଦିନ ପରେ ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ଆଜିଠାରୁ ଖୋଲାଯାଇଛି। ଏଗୁଡ଼ିକ ସକାଳ ୭ଟାରୁ ଦିନ ୧୦ ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ଯାଏ ଖୋଲା ରହିବ। ତେବେ ପାର୍କରେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏଥିସହ ଛେପ ପକାଇବା ଏବଂ ବ୍ୟାୟାମ ଉପକରଣ ବ୍ୟବହାର କରିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜଧାନୀସ୍ଥିତ ଏମ୍ସ ହସ୍ପିଟାଲ ଛାତରୁ ଡେଇଁ ଶନିବାର ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁରୀ ଅଞ୍ଚଳର ମହେନ୍ଦ୍ର ସ୍ବାଇଁ। ସେ...

ସୁନୀଲ କୁମାର ବଂଶଲ ହେବେ ନୂଆ ଡିଜିପି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ସୁନୀଲ କୁମାର ବଂଶଲ ହେବେ ପୋଲିସ ମହାନିର୍ଦ୍ଦେଶକ। ବଂଶଲ ଡିଜିପି ହେବା ନେଇ ରାଜ୍ୟ ସରକାର ବୁଧବାର ଘୋଷଣା କରିଛନ୍ତି। ଡିଜିପି ଅଭୟଙ୍କ ଠାରୁ...

ରାଜଧାନୀରେ ବଡ଼ ବେପାର: ଅଧକୋଟିର ବ୍ରାଉନସୁଗାର, ୩୫ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୧୫।୭(ବ୍ୟୁରୋ): କୋଲକାତାରୁ ଭାୟା ବାଲେଶ୍ୱର ଦେଇ ଭୁବନେଶ୍ୱର ଆସୁଛି ବ୍ରାଉନସୁଗାର। ଜଳେଶ୍ୱରରେ ଏକାଧିକ ଚୋରା ଚାଲାଣକାରୀ ରହିଥିବାବେଳେ ଏମାନଙ୍କ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନକୁ କୋଟି...

ଯୁବନେତାଙ୍କୁ ଚାପୁଡା ମାରିଲେ ଏମ୍‌ପି

ପାରଳାଖେମୁଣ୍ଡି,୨୫।୯(ସ୍ବ.ପ୍ର.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ମଙ୍ଗଳବାର ଜିଲା ବିଜେଡିର ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି...

ସହରୀ ଜାଗାକୁ କବ୍‌ଜା

ଅନୁଗୋଳ ଅଫିସ, ୧୩।୩ :  ଅନୁଗୋଳ ସହରର ବିଭିନ୍ନ ବସ୍ତିରେ ବସବାସ କରୁଥିବା ଲୋକଙ୍କୁ ଜାଗା ମିଶନରେ ସାମିଲ କରାଯାଇ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଉଛି।...

ରବିବାର ବି ପାଠପଢ଼ା, ଜାଣନ୍ତୁ ଆଉ କ’ଣ ନିୟମ ରହିଛି ଗାଇଡ୍‌ଲାଇନ୍‌ରେ

ଭୁବନେଶ୍ୱର,୨।୧(ବ୍ୟୁରୋ) : କରୋନା କଟକଣା ଯୋଗୁ ରାଜ୍ୟରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ।...

ସତୀ ଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ରବି ସିଂଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୨।୨: କଟକର ସତୀ ଚଉରାରେ ବିପ୍ଲବୀ କବି ରବି ସିଂଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସମସ୍ତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ କରାଯାଇଛି।...

୨ ଚକିଆ ଇ-ଯାନକୁ ସର୍ବାଧିକ ୨୦ ହଜାର ଟଙ୍କାର ରିହାତି

ଭୁବନେଶ୍ବର, ୨୭ା୪(ବ୍ୟୁରୋ): ସବୁ ପ୍ରକାର ଇ-ଯାନ କିଣିଲେ ଏଣିକି ପୂର୍ବ ଅପେକ୍ଷା ଅଧିକ ଟଙ୍କାର ରିହାତି ମିଳିବ। ଦୁଇ ଚକିଆ ଇ-ଯାନ ଲାଗି ପ୍ରତି କେଡବ୍ଲ୍ୟଏଚ୍‌...

Advertisement
Archives

Model This Week