Posted inଜାତୀୟ

ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ୯୦ରେ ପହଞ୍ଚିଲା

ନୂଆଦିଲ୍ଲୀ,୨୫।୫: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଠାରେ ଏବେ କଣ୍ଟେନମେଣ୍ଟ ଜାନ୍‌ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ସୋମବାର ସୁଦ୍ଧା ଦିଲ୍ଲୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ୯୦ରେ ପହଞ୍ଚିଛି। ୪୧ ନୂଆ ଜୋନ୍‌ ସାମିଲ ହେବା ପରେ ଏବେ ଏହା ୯୦ରେ ପହଞ୍ଚିଛି। ରାଜଧାନୀରେ ସୋମବାର ସୁଦ୍ଧା ୧୪,୦୫୩ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୬,୭୭୧ ଜଣ ସୁସ୍ଥ ହୋଇ ସାରିଲେଣି ଓ ୨୭୬ ଜଣଙ୍କ ମୃତ୍ୟୁ ହେଲାଣି। ତେବେ ଲକ୍‌ ଡାଉନ ସମୟରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟାରେ ବୃଦ୍ଧି ଘଟିବା ସାଧାରଣ ଜନତାଙ୍କୁ ଚିନ୍ତାରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲ୍‌ଡୋଜରରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ

ଅଗ୍ରୋ,୨୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନରେ ଲଗାତର ଦ୍ୱିତୀୟ ଥର ପାଇଁ ବହୁମତରେ ବିଜୟ ହେବା ପରେ ଭାଜପା ପୁଣି ଥରେ କ୍ଷମତାକୁ ଫେରିଛି। ଇତିମଧ୍ୟରେ ଭାଜପାରେ...

ଦେଶରେ ବି ବିଦେଶ ପ୍ରେମ, ମାଇଲଖୁଣ୍ଟରେ ଲଣ୍ଡନ-ଦୁବାଇ ନାମ…

ଚଣ୍ଡିଗଡ଼,୧୭।୧୦: ପଞ୍ଜାବବାସୀଙ୍କର ବିଦେଶ ପ୍ରେମ ଦେଖିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଜଲନ୍ଦର-ଦିଲ୍ଲୀ ଜାତୀୟ ରାଜପଥ ପାର୍ଶ୍ୱରେ ସିଡନୀ, ବ୍ୟାଙ୍କକ, ଦୁବାଇ ଏବଂ ଲଣ୍ଡନ ପର୍ଯ୍ୟନ୍ତ...

ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଗୁରୁତର

ଲକ୍ଷ୍ନୌ,୨୭ ।୭: ସଞ୍ଜୟ ଗାନ୍ଧୀ ଆୟୁର୍ବେଦ ସଂସ୍ଥାନରେ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ...

ପୁଣି ୨୦୨୨ ଅକ୍ଟୋବର ୨୫କୁ ଅପେକ୍ଷା

ନୂଆଦିଲ୍ଲୀ, ୨୧।୬: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଶେଷ ହୋଇଛି। ଏହି ମହାଯାଗତିକ ଦୃଶ୍ୟ ସମସ୍ତଙ୍କୁ ବେଶ୍‌ ଚକିତ କରିଛି। ୨୦୨୧ରେ ମଧ୍ୟ ୨ଟି ସୂର୍ଯ୍ୟପରାଗ...

ରାହୁଲ ଗାନ୍ଧୀଙ୍କୁ କରୋନା

ନୂଆଦିଲ୍ଲୀ,୨୦।୪: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ତାଙ୍କ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରୁ ଏହି ବିଷୟରେ ସୂଚନା...

ସିଦ୍ଧୁଙ୍କୁ ମନାଇଲେ ଚନ୍ନି

ଚଣ୍ଡିଗଡ଼,୧।୧୦: ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି (ପିପିସିସି) ସଭାପତି ପଦ ଛାଡ଼ିଥିବା ନବଜୋତ୍‌ ସିଂ ସିଦ୍ଧୁ ଚଣ୍ଡିଗଡ଼ର ପଞ୍ଜାବ ଭବନରେ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କୁ...

କରୋନାକୁ ପୂରିଲା ୧୦୧ ଦିନ: ଉଦାହରଣ ପାଲଟିଲା କେରଳ, ମହାରାଷ୍ଟ୍ରରେ ସ୍ଥିତି ଅଣାୟତ

ନୂଆଦିଲ୍ଲୀ,୧୦।୫: କରୋନା ଭାଇରସ ବିରୋଧରେ ସାରା ଦେଶ ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ଏବେ ଭାରତରେ କରୋନାକୁ ପୂରଣ ହୋଇଛି ୧୦୧ ଦିନ। ଏହି...

‘ଝିଅଙ୍କୁ ସୁଯୋଗ ଦେଲେ ଦେଶ ଆଗେଇବ’

ନୂଆଦିଲ୍ଲୀ, ୧୪।୮: ଝିଅମାନଙ୍କୁ ସୁଯୋଗ ଦେଲେ ହିଁ ଦେଶ ଆଗେଇବ। ୭୫ତମ ସ୍ବାଧୀନତା ଦିବସର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି ରାଷ୍ଟ୍ରପତି...

Advertisement
Archives

Model This Week