ରାଜଧାନୀରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ଗୁରୁବାର ବିଳମ୍ବିତ ରାତିରେ ରାଜଧାନୀରେ ପ୍ରବଳ ବର୍ଷା, ପବନ ସାଙ୍ଗକୁ ପ୍ରାୟ ଦେଢ଼ ଘଣ୍ଟା ଧରି ଘଡ଼ଘଡ଼ି ଜାରି ରହିଥିଲା। ଫଳରେ ରାଜଧାନୀର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବା ସହ ବିଦ୍ୟୁତ ସରବରାହ ବ୍ୟାହତ ହୋଇଥିଲା। ଘଡ଼ଘଡ଼ିର ଭୟଙ୍କର ଶବ୍ଦରେ ଲୋକେ ଏକପ୍ରକାର ଭୟଭୀତ ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri