Posted inଜାତୀୟ

ରାଜଧାନୀରେ ପୁଣି ଲାଗୁ ହେବ ଅଡ୍‌-ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ରାଜଧାନୀ ଦିଲ୍ଲୀରେ ପୁଣିଥରେ ଅଡ୍‌-ଇଭିନ୍‌ ନମ୍ବର ଲାଗୁ ହେବ ବୋଲି ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ଏହା ଆସନ୍ତା ନଭେମ୍ବର ୪-୧୫ ମଧ୍ୟରେ ଲାଗୁ କରାଯିବ। କାରଣ ଏହି ସମୟ ମଧ୍ୟରେ ଦିଲ୍ଲୀର ଆଖପାଖ ରାଜ୍ୟରେ ବହୁ ପରିମାଣରେ ନଡା ଜଳା ଯାଇଥାଏ। ଫଳରେ ଦିଲ୍ଲୀ ଏକ ଗ୍ୟାସ ଚାମ୍ବର ହୋଇ ଯାଇଥାଏ କହିଲେ ଭୁଲ୍‌ ହେବନାହିଁ। ଏହି ସମୟରେ ଅଡ୍‌-ଇଭିନ୍‌ ନମ୍ବର ବ୍ୟବହାର କଲେ ଏଥିରେ ସୁଧାର ଆସିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?