ରାଜଧାନୀରେ ପେଟ୍ରୋଲ ଦର ୭୯.୪୩ ଟଙ୍କା

ଭୁବନେଶ୍ୱର,୨୦।୬:ଦେଶର ତେଲ ଦର ଆକାଶ ଛୁଆଁ ହୋଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୭୯ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଭୁବନେଶ୍ୱରରେ ମଧ୍ୟ ଶନିବାର ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୮୦ ଟଙ୍କା ଛୁଇଁଛି। ଅନ୍ୟ ପକ୍ଷରେ ଶନିବାର ଡିଜେଲ ଦର ୬୧ ପଇସା ବଢିବା ଯୋଗୁ ଏହା ରେକର୍ଡ ସ୍ତର ଛୁଇଁଥିବା ତୈଳ ବିପଣନ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ୨୦୧୮ ଅକ୍ଟୋବର ୪ ପରେ ଏହା ହେଉଛି ସର୍ବାଧିକ ତୈଳ ଦର ବୃଦ୍ଧି। ଚଳିତ ମାସ ଜୁନ ୭ ରୁ ଆଜି ପର୍ଯ୍ୟନ୍ତ (ଶନିବାର) ଦେଶର ତେଲ ଦର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଫଳରେ ଗତ ୧୪ଦିନ ମଧ୍ୟରେ ପେଟ୍ରୋଲ ଉପରେ ୭.୬୨ଟଙ୍କା ଏବଂ ଡିଜେଲ ୮.୨୮ଟଙ୍କା ବଢିଛି। ଶନିବାର ଦିନ ପେଟ୍ରୋଲ ଲିଟର ପିଛା ୫୧ ପଇସା ଏବଂ ଡ଼ିଜେଲ ୬୧ ପଇସା ବୃଦ୍ଧି ପାଇଛି। ଫଳରେ ପେଟ୍ରୋଲ ଦର ୭୮.୩୭ ଟଙ୍କାରୁ ବୃଦ୍ଧି ପାଇ ୭୮.୮୮ ଟଙ୍କା ଏବଂ ଡିଜେଲ ଦର ୭୭.୦୫ ଟଙ୍କାରୁ ବୃଦ୍ଧି ପାଇଁ ୭୭.୬୬ ଟଙ୍କାରେ ପହଞ୍ଚତ୍ଛି। ଏହି ଦର ବୃଦ୍ଧି ଫଳରେ ଭୁବନେଶ୍ୱରର ପେଟ୍ରୋଲ ଲିଟର ପିଛା ୭୯.୪୩ ଟଙ୍କା ଓ ଡିଜେଲ ଲିଟର ପିଛା ୭୫.୮୭ ଟଙ୍କା ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଳିଆ ହେଲା ଅନିଲ ଅମ୍ବାନୀଙ୍କ ଆଉ ଏକ କମ୍ପାନୀ

ନୂଆଦିଲ୍ଲୀ,୧୭-୯: ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମାଲିକାନାରେ ଥିବା ଆଉ ଏକ କମ୍ପାନୀ ଦେବାଳିଆ ହୋଇଗଲାଣି। ଋଣରେ ବୁଡ଼ି ରହିଥିବା ଟେଲିକମ୍‌ କମ୍ପାନୀ ରିଲାଏନ୍ସ କମ୍ୟୁନିକେଶନ୍ସର ଏକ...

ରଞ୍ଜିତ ରଥ ଅଏଲ ଇଣ୍ଡିଆ ସିଏମ୍‌ଡି

ନୂଆଦିଲ୍ଲୀ, ୪ା୮: ଦେଶର ଦ୍ୱିତୀୟ ବୃହତ୍ତମ ତୈଳ ଓ ବାଷ୍ପ ଉତ୍ପାଦନକାରୀ ସଂସ୍ଥା ଅଏଲ ଇଣ୍ଡିଆର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ରଞ୍ଜିତ ରଥ ନିଯୁକ୍ତି...

ଚାର୍ଜିଂ ଷ୍ଟେଶନ ପ୍ରତିଷ୍ଠା କରିବ ହିରୋ ଇଲେକ୍‌ଟ୍ରିକ୍‌

ନୂଆଦିଲ୍ଲୀ,୨୧।୪: ଆସନ୍ତା ବର୍ଷ ସୁଦ୍ଧା ୫୦,୦୦୦ ସଂଖ୍ୟକ ଇଲେକ୍‌ଟ୍ରିକ୍‌ ଭେହିକିଲ୍‌ (ଇଭି) ଚାର୍ଜିଂ ଷ୍ଟେଶନ ପ୍ରତିଷ୍ଠା ପାଇଁ ବୋଲ୍ଟ ସହିତ ହାତ ମିଳାଇଛି ହିରୋ ଇଲେକ୍‌ଟ୍ରିକ୍‌।...

‘ପେଟ୍ରୋଲିୟମ ପ୍ରଡକ୍ଟରେ ଜିଏସ୍‌ଟି ନେଇ ରାଜ୍ୟ ବିଚାର କରିବେ’

ନୂଆଦିଲ୍ଲୀ,୧୦-୨: ପେଟ୍ରୋଲ ଏବଂ ପେଟ୍ରୋଲିୟମ ପ୍ରଡକ୍ଟକୁ ଏବେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିସରରେ ରଖାଯାଇଛି। ପେଟ୍ରୋଲିୟମ ପ୍ରଡକ୍ଟ ଉପରେ ଜିଏସ୍‌ଟି କେବେ ଠାରୁ...

ନୋକିଆର ୪୨ କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୮।୫: ମୋବାଇଲ ଫୋନ ନିର୍ମାଣକାରୀ କମ୍ପାନୀ ନୋକିଆର ୪୨ଜଣ କର୍ମଚାରୀ କରୋନା ଆକ୍ରାନ୍ତ ବୋଲି ଜଣାପଡିଛି। ଏମାନେ ଶ୍ରୀପେରୁମ୍‌ବୁଡୁର ତାମିଲନାଡୁ ୟୁନିଟ୍‌ରୁ କାମ କରୁଥିଲେ। ଏହି...

୧.୩୭ ଲକ୍ଷ କୋଟି କମିଲା ନିବେଶକଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧୫।୩: ଶୁକ୍ରବାର ଶେୟାର ବଜାର କାରବାର ଖସିବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୧.୩୭ ଲକ୍ଷ କୋଟି ଟଙ୍କା ହ୍ରାସ ହୋଇଛି। ୩୦ ଶେୟାରବିଶିଷ୍ଟ ବମ୍ବେ ଷ୍ଟକ୍‌...

୩ ପେଟ୍ରୋଲିୟମ ପ୍ରକଳ୍ପ ଲୋକାର୍ପଣ କଲେ ମୋଦି

ନୂଆଦିଲ୍ଲୀ, ୧୪।୯: ବିହାରରେ ୩ ପେଟ୍ରୋଲିୟମ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଭିଡିଓକନଫରେନ୍ସି ଯୋଗୁ ଏହି ପ୍ରକଳ୍ପଗୁଡିକୁ ଲୋକାର୍ପଣ...

ଜୋମାଟୋର ଘୋଷଣା: ୧୦ ମିନିଟ୍‌ରେ ପହଞ୍ଚିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୩: ଅନଲାଇନ୍‌ ଖାଦ୍ୟ ବିତରଣ କମ୍ପାନୀ ‘ଜୋମାଟୋ’ ଗ୍ରାହକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛି। ବର୍ତ୍ତମାନ ଏହା ମାତ୍ର ୧୦ ମିନିଟରେ ଲୋକଙ୍କୁ ଖାଦ୍ୟ...

Advertisement
Archives

Model This Week