ରାଜଧାନୀରେ ବନ୍ଦ ରହିବ କୋଚିଂ ସେଣ୍ଟର

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ପାଇଁ ଶୁକ୍ରବାର ସିନେମା ହଲ୍‌, ସୁଇମିଂ ପୁଲ, ଜିମ୍‌ ସେଣ୍ଟରକୁ ବନ୍ଦ କରାଯାଇଥିବାବେଳେ ଶନିବାର ରାଜଧାନୀର ସମସ୍ତ କୋଚିଂ ସେଣ୍ଟର ଓ ଟ୍ୟୁଶନ ସେଣ୍ଟରକୁ ବନ୍ଦ କରି ଦିଆଯାଇଛି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ପିଲାଙ୍କୁ କୋଚିଂ ସେଣ୍ଟରକୁ ନ ପଠାଇବା ପାଇଁ ଅଭିଭାବକମାନଙ୍କୁ ମଧ୍ୟ କମିଶନର ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ସ୍ଥାନରେ ଏକାଧିକ ଲୋକ ଏକାଠି ହେଲେ କରୋନା ଭାଇରସ୍‌ ସଂକ୍ରମଣର ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ ଏହାକୁ ଏଡାଇବା ପାଇଁ ମଲ୍‌କୁ ଛାଡ଼ିଦେଲେ ସରକାର ଏବେ ଧୀରେ ଧୀରେ ସବୁ ଅନୁଷ୍ଠାନ ଓ ପ୍ରତିଷ୍ଠାନଗୁଡିକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri