ରାଜଧାନୀରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା: ବିଏମ୍‌ସି

ଭୁବନେଶ୍ୱର,୨୬।୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ନିୟମ କୋହଳ ହୋଇଥିଲେ ହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ଏହି କ୍ରମରେ ଭୁବନେଶ୍ୱରରେ କଟକଣା ପୂର୍ବପରି ରହିବ। ସହର ଏବେ ବି ହଟ୍‌ସ୍ପଟ୍‌ ଜୋନ୍‌ରେ ଯାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ସହଯୋଗ କରିବାକୁ ଜନସାଧାରଣଙ୍କୁ ବିଏମ୍‌ସି ପକ୍ଷରୁ ଅନୁରୋଧ କରାଯାଇଛି।

ପ୍ରକାଶ ଥାଉ କି, ଖୋର୍ଦ୍ଧା ଜିଲାରେ ୪୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷେ ଆଉ ୨୨ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ସେହିଭଳି ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସହରରୁ ୬୭ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୨୨।୧୦: କଟକ ସହରରୁ ଗୁରୁବାର ୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ୨୫ ଜଣ ଚିହ୍ନଟ ହୋଇଥିବା...

ଏଲ୍‌ଭିଏ ଟେଷ୍ଟର ଶୁଣାଣି ହେଲା, ରାୟ ସଂରକ୍ଷିତ

ନୟାଗଡ଼ ଅଫିସ,୧୩।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷୀୟା ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ (ଏଲ୍‌ଭିଏ)...

ବିପଦରେ ଭିତରକନିକାର ଜୈବ ବିବିଧତା

କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏହାର...

ରାଜ୍ୟର ୭ ସହର ଅତି ପ୍ରଦୂଷିତ

ଯାଜପୁର ଅଫିସ,୧୨ା୪:ବାୟୁରେ ପ୍ରଦୂଷଣର ମାତ୍ର ଜାଣିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଦ୍ୱାରା ରାଜ୍ୟର ୧୭ ସହରରେ ନିୟମିତ ବାୟୁ ପରୀକ୍ଷଣ କରାଯାଉଛି। ଏହି...

ବିଗିଡ଼ିଲାଣି କରୋନା ସ୍ଥିତି

ନୂଆଦିଲ୍ଲୀ, ୧୪ା୬: ଭାରତରେ ମହାମାରୀ କରୋନାର ଭୟଙ୍କର ସ୍ଥିତି ଏବେ ଦେଖିବାକୁ ମିଳିଛି। ବିଶେଷ କରି ଲକ୍‌ଡାଉନ୍‌ ଉଠିବା ଓ ପ୍ରବାସୀଙ୍କ ଆଗମନ ପରେ ସ୍ଥିତି...

ବିଶୋଧନ ହେଲା ଅନୁଗୋଳର ୩ ସ୍ଥାନ

ଅନୁଗୋଳ ଅଫିସ୍‌, ୪ା୪- ଅନୁଗୋଳ ସହରବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷାଦେବା ପାଇଁ ସହରର ୩ଟି ସ୍ଥାନକୁ ବିଶୋଧନ କରାଯାଇଛି । ପୌରପାଳିକା ଓ ଅଗ୍ନିଶମ ବିଭାଗ...

ଷ୍ଟଡି ମାଟେରିଆଲ ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓସିଏସ୍‌ ପରୀକ୍ଷା ଏବେ ଓଡ଼ିଆ ଭାଷାରେ ଦିଆଯାଇ ପାରିବ। ପ୍ରିଲିମ୍‌, ମେନ୍‌ ପରୀକ୍ଷା ସହିତ ଇଣ୍ଟରଭ୍ୟୁ(ସାକ୍ଷାତ୍‌କାର)...

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ୍‌ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ନୟାଗଡ଼ ଜିଲା ଯଦୁପୁର ଗ୍ରାମର ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲା ନୂଆମୋଡ ନେଇଛି। ଝିଅ ମୃତ୍ୟୁର ନ୍ୟାୟ ପାଇବାକୁ ପରୀଙ୍କ...

Advertisement
Archives

Model This Week