ରାଜଧାନୀ ଏକ୍ସପ୍ରେସର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହେଉଛି। ପୂର୍ବ ଭାରତରେ ବି ଏହାର ପ୍ରଭାବ ପଡ଼ିଛି। ଏଥିପାଇଁ ସୋମବାର ୧୮୪୭୭ ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସର ସମୟ ପରିବର୍ତ୍ତନ କରାଯାଇଥିଲା। ଏହି ଟ୍ରେନ୍‌ ପୁରୀଠାରୁ ରାତି ୮ଟା ୫୦ ପରିବର୍ତ୍ତେ ରାତି ୧୧ଟାରେ ଛାଡ଼ିଥିଲା। ସେହିପରି ମଙ୍ଗଳବାର ୨୨୮୨୩ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ର ସମୟସୂଚୀ ପରିବର୍ତ୍ତନ କରାଯାଇଛି। ରାଜଧାନୀ ଭୁବନେଶ୍ୱରରୁ ସକାଳ ୯ଟା ୩୦ ପରିବର୍ତ୍ତେ ଅପରାହ୍ନ ୪ଟା ୩୦ରେ ଛାଡ଼ିବ। ଘନ କୁହୁଡ଼ି ଯୋଗୁ ସଂଯୋଗକାରୀ ଟ୍ରେନଗୁଡ଼ିକ ବିଳମ୍ବରେ ପହଞ୍ଚୁଥିବାରୁ ସମୟସୂଚୀରେ ଏପରି ପରିବର୍ତ୍ତନ କରାଯାଉଛି ବୋଲି ରେଳପଥ
ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବନ୍ୟା ମୁକାବିଲାରେ ସାହାଯ୍ୟ କରୁଛି ‘ଆରାବଳୀ’

ନୂଆଦିଲ୍ଲୀ,୨୩ା୬: ଦେଶର ରାଜଧାନୀ ଦିଲ୍ଲୀରେ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ସହରକୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାରୁ ରକ୍ଷା କରିବା ପାଇଁ ଆରାବଳୀ ବାୟୋଡାଇଭର୍ସିଟି ପାର୍କ…

ବାପୁନର ବିଚାର

ପୁଅର ରେଜଲ୍ଟ ଭଲ ହୋଇଥିବା ଖୁସିରେ ଡାକ୍ତର ବନ୍ଧୁ ସୁରେଶବାବୁ ଆୟୋଜନ କରିଥିବା ଗୋଟେ ପାରିବାରିକ ଉତ୍ସବରେ ସାମିଲ ହେବାକୁ ପହଞ୍ଚିଲା ବେଳକୁ ଦେଖିଲି ଯେ ଖୁସି…

ତ୍ରୁଟିପୂର୍ଣ୍ଣ ଉପହାର ପ୍ରତ୍ୟାହାର ହେଉ

କୋମଳମତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବଳିଷ୍ଠ, ପୁଷ୍ଟ ଓ ପ୍ରଭାବିତ କରିବାରେ ପାଠ୍ୟପୁସ୍ତକର ଅନିବାର୍ଯ୍ୟ ଭୂମିକା ସର୍ବଜନଗ୍ରାହ୍ୟ। ମାସକ ପୂର୍ବରୁ ୭ମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକରେ ଥିବା ତ୍ରୁଟି…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri