ରାଜନଗରରେ ଆଉ ଜଣେ ପଜିଟିଭ ଚିହ୍ନଟ: କେନ୍ଦ୍ରାପଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୯ରେ

ରାଜନଗର, ୧୧।୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ସକାଳେ ୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବୋଲି ଜଣାପଡ଼ିଛି। ଆକ୍ରାନ୍ତ ଜଣଙ୍କ ଘଡ଼ିଆମାଳ ସଂଗରୋଧ ଗୃହରେ ରହିଥିଲେ। କରୋନା ପଜିଟିଭ ଜଣାପଡ଼ିବା ପରେ ତାଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କଟକ କୋଭିଡ ହସ୍ପିଟାଳକୁ ଚିକିତ୍ସା ପାଇଁ ସୋମବାର ସକାଳୁ ପଠାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଡ. ରଶ୍ମିରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ତେବେ ଘଡ଼ିଆମାଳ ବିଣାପାଣି ଉଚ୍ଚ ବିଦ୍ୟାଳୟ ରେ ସଂଗରୋଧ ଗୃହରେ ଥିବା ଅନ୍ୟ ୫ ଜଣଙ୍କର ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି।
ଗତ ମାସରେ ଏହି ବ୍ଲକ ନଳଦିଆ ଗ୍ରାମର ୧୫ ବର୍ଷର ବାଳିକା କରୋନାରେ ଆକ୍ରାନ୍ତ ହୋଇଥିଲେ। ପରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ଆସାମର ୪୦ ଚାଷୀ

ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ...

ଦଶହରା ଚାନ୍ଦା ଆଦାୟ, ଜୁଆଖେଳ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୧୦: ଜିଲାରେ ସୋମବାରଠାରୁ ପାର୍ବଣ ଆରମ୍ଭ । ସେଥିପାଇଁ ବିଭିନ୍ନ ଶକ୍ତିପୀଠ, ମନ୍ଦିରରେ ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ଦଶହରାରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି...

ଖଣି ଅଞ୍ଚଳରେ ପାର୍ବଣ ଫିକା

କେନ୍ଦୁଝର,୪ା୧୦(ସ୍ବ.ପ୍ର.): ଖଣିଖାଦାନ ଓ ଶିଳ୍ପ ବହୁଳ କେନ୍ଦୁଝର ଜିଲାରେ ମା’ ଦୁର୍ଗାଙ୍କ ପୂଜା, ପାର୍ବଣ ଅଞ୍ଚଳରେ ଅନ୍ୟତମ ପ୍ରମୁଖ ଉତ୍ସବ ଭାବରେ ପାଳିତ ହୋଇଥାଏ। କୋଭିଡ୍‌...

ଆବାସ ଯୋଜନାରେ ସାମିଲ ହୋଇନି ୬ ଗାଁ

ଜୟପୁର,୫।୧୨ (ନି.ପ୍ର.): ଗରିବ ଲୋକଙ୍କୁ ଘର ଯୋଗାଇବା ପାଇଁ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ବିଜୁ ପକ୍କା ଘର ପରି ଯୋଜନା କାର୍ଯ୍ୟକାରୀ କରୁଛନ୍ତି...

ଚାଇନାକୁ ଦେବାକୁ ପଡ଼ିବ କରୋନା ସମ୍ପର୍କିତ ତଥ୍ୟ: ସୟଦ ଆକବରଉଦ୍ଦିନ୍

ଜେନେଭା, ୪ ।୪:ସାରା ପୃଥିବୀରେ କରୋନ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି । ଚାଇନାର ଉହାନ ସହରର ମାଂସ ବଜାରରୁ କରୋନା ସଂକ୍ରମଣ ଆରମ୍ଭ...

ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା

ବଡ଼ମ୍ବା,୨୮ା୬(ଡି.ଏନ୍‌.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ...

ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ ଆଶା ସଞ୍ଚାର

ଢେଙ୍କାନାଳ ଅଫିସ,୧୨ା୪: ଦୀର୍ଘବର୍ଷ ଧରି ଯୋଜନା ପରେ ଯୋଜନା ହେଉଥିଲା। କିନ୍ତୁ ଢେଙ୍କାନାଳ ସହରରେ ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କେବଳ ଫାଇଲ୍‌ ମଧ୍ୟରେ ରହିଯାଉଥିଲା। ବିଳମ୍ବରେ...

ନୂତନ ରେଳପଥ ପାଇଁ ଜମି ଅଧିଗ୍ରହଣ କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

କୋରାପୁଟ,୩୦ା୧(ସ୍ବ.ପ୍ର.) କୋରାପୁଟସ୍ଥିତ ଜିଲାପାଳଙ୍କ ସଭା ଗୃହରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି) ଏ. ଅପାଙ୍ଗ ଆଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆର୍‌ଡିସି କୋରାପୁଟ, ନବରଙ୍ଗପୁର, ମାଲକାନାଗିରି...

Advertisement
Archives

Model This Week