ରାଜନଗରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ସେଣ୍ଟର ନିର୍ମିତ

ରାଜନଗର,୧୩।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ସଂକ୍ରମଣରେ କେହି ଆକ୍ରାନ୍ତ ହେଲେ ସେମାନଙ୍କୁ କୋଭିଡ-୧୯ ଆଇସୋଲେଶନ ସେଣ୍ଟରରେ ରଖାଯାଉଛି। ଏ ନେଇ କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କ ଉଦ୍ୟମରେ ୧୦୦ ଶଯ୍ୟା ବିଶିଷ୍ଟ ଏକ ସେଣ୍ଟର ନିର୍ମାଣ କରାଯାଇଛି। ରାଜନଗରସ୍ଥିତ ଶ୍ରୀଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟ ପରିସରରେ ଏହି ସେଣ୍ଟର ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତିଶଗଡ଼, ଓଡ଼ିଶା ବିରୋଧରେ ଅଭିଯୋଗ

ସମ୍ବଲପୁର,୬।୧୧(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ବିସ୍ଥାପିତଙ୍କ ଥଇଥାନ ଓ ପୁନର୍ବାସ ସମସ୍ୟା ଉପରେ ଏନ୍‌ଏଚ୍‌ଆର୍‌ସିରେ ଦାଖଲ ହୋଇଥିବା ସତ୍ୟପାଠରେ ଭୁଲ ତଥ୍ୟ ରହିଛି। ଓଡ଼ିଶା ଓ...

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ...

କରୋନା ସହ ଲଢିବାକୁ ଗରିବଙ୍କୁ ବଣ୍ଟାଗଲା ‘ମୋଦି ଗାମୁଛା’

ବରାଣସୀ,୧୩।୪: କରୋନା ଯୁଦ୍ଧରେ ଜିତିବାକୁ ହେଲେ ମାସ୍କ, ସାନିଟାଇଜର ଆଦି ବ୍ୟବହାର କରିବା ଜରୁରୀ ବୋଲି କୁହାଯାଇଛି। ଏମିତିକି କେତେ ଗୁଡିଏ ରାଜ୍ୟରେ ମାସ୍କ ନ...

ସହରରେ ଗଡୁନି ଟାଉନ୍‌ ବସ୍‌

କଟକ ଅଫିସ,୨୦।୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରୀଛାତ୍ରମାନେ ପଢ଼ିବାକୁ ଆସୁଛନ୍ତି। ବିଶେଷକରି ସହର ଉପକଣ୍ଠ ଚୌଦ୍ୱାର, ସିଡିଏ, ବାରଙ୍ଗ, ବିଡ଼ାନାସୀ, ଜଗତ୍‌ପୁର ଆଦି...

ଷ୍ଟେଜ୍‌ରେ ଗୀତ ଗାଉ ଗାଉ ଚାଲିଗଲା କଣ୍ଠଶିଳ୍ପୀଙ୍କ ଜୀବନ

ଜୟପୁର,୩ା୧୦(ନି.ପ୍ର.): ଷ୍ଟେଜ୍‌ରେ ଗୀତ ଗାଉ ଗାଉ ଜଣେ କଣ୍ଠଶିଳ୍ପୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ କୋରାପୁଟ ଜିଲା ଜୟପୁରର ଜଣାଶୁଣା କଣ୍ଠଶିଳ୍ପୀ ମୁରଲୀ ମହାପାତ୍ର। ସୂଚନାନୁଯାୟୀ,...

ଲୁହାପଥରର ଅହେତୁକ ମୂଲ୍ୟବୃଦ୍ଧି

ଯାଜପୁର ଅଫିିସ,୯।୨: ରାଜ୍ୟ ବାହାରର ଶିଳ୍ପ ସଂସ୍ଥାଗୁଡିକୁ ଦୈତାରିରୁ ଖଣିଜ ସମ୍ପଦ କିଣିବାକୁ ଦ୍ୱାର ଖୋଲିଯିବା ପରେ ଏଠାରେ ଲୁହାପଥର ଦର ଆକାଶଛୁଆଁ ହୋଇଛି। ରାଜ୍ୟ...

ମନମୋହୁଛି ବାଲିଡ଼ିହା ଡ୍ୟାମ୍‌

ବାରିପଦା ଅଫିସ,୧୯।୮- ଋତୁ ଅନୁଯାୟୀ ମୟୂରଭଞ୍ଜ ଜିଲାରେ ଭରପୁର ଥିବା ସବୁଜ ସୁନ୍ଦର ଓ ପ୍ରାକୃତିକ ଶୋଭା ଅନେକ ପର୍ଯ୍ୟଟକଙ୍କୁୁ ଆକର୍ଷିତ କରିଥାଏ। ବର୍ଷାଋତୁରେ ପର୍ଯ୍ୟଟକଙ୍କ...

ସ୍ବଚ୍ଛ ସର୍ବେକ୍ଷଣ ନାଁରେ ଅର୍ଥଶ୍ରାଦ୍ଧ

ଖୋର୍ଦ୍ଧା ଅଫିସ,୬ା୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ...

Advertisement
Archives

Model This Week