ରାଜନଗରର ୩ ବୁଲ୍‌ବୁଲ୍‌

ରାଜନଗର, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍‌ବୁଲ୍‌’ ଉପହାର ଦେଇଛି। ଗତ ୯ ତାରିଖରେ ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ବର୍ଷା, ପବନ ଲାଗି ରହିଥିବା ବେଳେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୩ ଶିଶୁ ଜନ୍ମ ନେଇଛନ୍ତି। ତେବେ ବାତ୍ୟା ନାମ ଅନୁସାରେ ସେମାନଙ୍କ ନାଁ ‘ବୁଲ୍‌ବୁଲ୍‌’ ରଖାଯାଇଛି।
ବାତ୍ୟା ପ୍ରଭାବରେ ଅନେକ ଲୋକ ବାସହରା ହୋଇଥିବା ବେଳେ ଏବେ ବି ବହୁ ଅଞ୍ଚଳ ଜଳମଗ୍ନ ହୋଇରହିଛି। ତେବେ ବୁଲ୍‌ବୁଲ୍‌ର ବିଭୀଷିକାର କରାଳ ଦୃଶ୍ୟ ରାଜକନିକାବାସୀଙ୍କୁ ୧୯୯୯ ମହାବାତ୍ୟାର ସେହି କରାଳ ରୂପ ମନେପକାଇ ଦେଇଛି। ଏହା ଭିତରେ ରାଜନଗର ଅଞ୍ଚଳରେ ଗର୍ଭବତୀ ଥିବା ୫ ଜଣ ମହିଳାକୁ ବାତ୍ୟା ପୂର୍ବରୁ ଅର୍ଥାତ୍‌ ଗତ ୮ ତାରିଖରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୩ଜଣ ଗର୍ଭବତୀ ୯ ତାରିଖ ସକାଳେ ୩ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ବ୍ଲକ ଅଧୀନ ଗୋଖଣି ଗ୍ରାମର ସର୍ବେଶ୍ୱର ଦାସଙ୍କ ସ୍ତ୍ରୀ ଦମୟନ୍ତୀ ଦାସ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିବା ବେଳେ ଜୋଧାବସନ୍ତ ଗ୍ରାମର ଅମର ରାଉତଙ୍କ ପତ୍ନୀ ଅଲିଭା ରାଉତ ଏକ ଶିଶୁକନ୍ୟା


Enter your email to get our daily news in your inbox.

All Right Reserved By Dharitri.Com

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?