ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର ଦାସଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ରାଜନଗର ବାର ଆସୋସିଏଶନ ପକ୍ଷରୁ ସ୍ବାଗତ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷା ଲାଗି ବିଦ୍ୟୁତ୍‌ କାଟ ବନ୍ଦ ଦାବି

ଭଦ୍ରକ ଅଫିସ, ୧୭ା୨-ମାଟ୍ରିକ ପରୀକ୍ଷା ଆଉ ଗୋଟିଏ ଦିନ ଥିବାରୁ ନେସ୍କୋ ପକ୍ଷରୁ କରାଯାଉଥିବା ବିଦ୍ୟୁତ୍‌ କାଟ ବନ୍ଦ କରାଯିବାକୁ ଦାବି ହୋଇଛି। ଏପରିକି ବକେୟା...

ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍‌ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ

ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ...

ମୃତଦେହକୁ ଜୀବିତ ଭାବି ଜୁଇରୁ ଫେରାଇ ଆଣିଲେ ଆତ୍ମୀୟସ୍ବଜନ: ମୃତ ଘୋଷଣା କଲେ ଡାକ୍ତର

ହାତୀଓଟ,୧୭।୧୧(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଛି ଗୁଜବ। ମୃତଦେହ ଶ୍ମଶାନରେ ଚେଇଁ ଉଠିଛି। ଶ୍ମଶାନକୁ ନେଇଥିବା ବନ୍ଧୁ ପରିଜନ ଜୀବିତ...

ଆମ୍ବଗଛ ଉପରେ ଭାଲୁ

ନୂଆପଡ଼ା ଅଫିସ,୨୪।୫:ନୂଆପଡ଼ା ଜିଲା ସିନାପାଲି ବ୍ଲକ ଘୁଚାଗୁଡା ପଞ୍ଚାୟତ ରେଙ୍ଗଟାପଡ଼ା ଗାଁର ଏକ ଆମ୍ବଗଛ ଉପରେ ଭାଲୁ ଚଢ଼ି ରହିଥିବା ଦେଖିବାକୁ ମିଳିଛି। ପାଣି କିମ୍ବା...

ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି

ଭବାନୀପାଟଣା,୨୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି...

ବର୍ଷା-ଅନୁଭବ ମାମଲା: କୋର୍ଟରେ ଶୁଣାଣି ଶେଷ

କଟକ ଅଫିସ୍‌,୨୪।୫: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲା ଉପରେ ମଙ୍ଗଳବାର ଏସ୍‌ଡିଜେଏମଙ୍କ କୋର୍ଟରେ ଶୁଣାଣି...

ସହାୟତା ଅପେକ୍ଷାରେ ସଞ୍ଜୟ

ପଦ୍ମପୁର,୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ପଞ୍ଚାୟତ ଅଧୀନ ଗଦି ଗ୍ରାମର ସଞ୍ଜୟ ବଳ(୩୪)। ଘରେ ବାପା, ମା’, ସ୍ତ୍ରୀ ଓ ଦୁଇ ଝିଅପୁଅଙ୍କୁ ନେଇ...

ବାପାଙ୍କ ଶ୍ରାଦ୍ଧ ଦିବସରେ ସାନଭାଇଙ୍କୁ ହତ୍ୟା

ଟିକିରି,୧୦ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ଥାନା ଅଧୀନ ଖୁଣ୍ଟିଆ ସାହିରେ ରବିବାର ବାପାଙ୍କ ଶ୍ରାଦ୍ଧଦିବସରେ ଦୁଇପୁଅଙ୍କ ମଧ୍ୟରେ ବଚସାରୁ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇଙ୍କ ଖଣ୍ଡାଚୋଟରେ ସାନଭାଇଙ୍କ...

Advertisement
Archives

Model This Week