ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ରାଜନଗର,୨୩।୫(ଡି.ଏନ୍‌.ଏ): ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଗଣତି ଶେଷସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ଧୃବ ସାହୁ କଂଗ୍ରେସ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କଠାରୁ ୪,୨୦୦ରୁ ଊର୍ଦ୍ଧ୍ୱ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ...

ବିକାଶ ଓ ସୁରକ୍ଷାର ରାସ୍ତା ସୁଦୃଢ଼ କରିବ ଭାଜପା’

ସାଲେପୁର,୨୧।୪ (ଡି.ଏନ୍‌.ଏ.): କଟକ ଜିଲା ସାଲେପୁରସ୍ଥିତ ଭାତପଡ଼ା ଖେଳପଡ଼ିଆରେ ଶନିବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକ୍‌ତାର ଅବାସ...

ଅନୁଗୋଳରେ ରଜନୀକାନ୍ତ ୧୩୬୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୨ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

୨୩,୮୩୯ରେ ଭାଜପା ପ୍ରାର୍ଥୀ ଅପରାଜିତା ବିଜୟୀ

ଖୋର୍ଦ୍ଧା ଅଫିସ,୨୪।୫: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟରେ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ...

ଇଭିଏମ୍‌, ବାଲଟରେ ମଧ୍ୟ କେଶବ ପଛରେ

ଲକ୍ଷ୍ନୌ,୧୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୨୭୩ ଆସନ ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଇତିମଧ୍ୟରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ଉପମୁଖ୍ୟମନ୍ତ୍ରୀ...

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି।...

ପ୍ରଫୁଲ୍ଲ ମଲ୍ଲିକ ୬୯୧୭ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୩ତମ ରାଉଣ୍ଡ ଫଳାଫଳ ପ୍ରକାଶିତ ହୋଇଛି। ୩୦,୩୨୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ...

Advertisement
Archives

Model This Week