ରାଜନଗର ବ୍ଲକରେ ୧୪ଟି ପରୀକ୍ଷା କେନ୍ଦ୍ର: ୬ଟି ସେଣ୍ଟରରେ ସିସିଟିଭି

ରାଜନଗର,୧୭।୨: କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ମାଟ୍ରିକ ପରୀକ୍ଷା ପାଇଁ ୧୪ଟି ସେଣ୍ଟର କରାଯାଇଛି। ରାଜନଗର, ନାଉକଣା, ହାତିନା, ଗୋଜ ଗୋପାଳପୁର, ଚାନ୍ଦିବାଉଁଶମୂଳ, ଦିଘି, ଡାଙ୍ଗପାଳ, କେରଡାଗଡ, ମଦନପୁର, ବଡପଲ୍ଲୀ, ବନ୍ଦୀପଡା, ମଧ୍ୟପଡା ଓ ବାଘମାରୀ ସ୍କୁଲରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଏଥିମଧ୍ୟରେ ଅଧିକ ସମ୍ବେଦନଶୀଳ ଥିବା ରାଜନଗର, ବଡପଲ୍ଲୀ, ବନ୍ଦୀପଡା, ଗୋଜ ଗୋପାଳପୁର, ଦିଘି, ଚାନ୍ଦିବାଉଁଶମୂଳ କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି ବୋଲି ନୋଡାଲ ଅଫିସର କ୍ଷିରୋଦ କୁମାର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଢାଞ୍ଚାରେ ପୂଜାମଣ୍ଡପ

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଗୋବିନ୍ଦତୋଳା ସାର୍ବଜନୀନ ଦୁର୍ଗାପୂଜା ଚଳିତ ବର୍ଷ ୫୪ବର୍ଷରେ ପଦାର୍ପଣ କରିଛି। ପୂଜା କମିଟି ପକ୍ଷରୁ ଆକର୍ଷଣୀୟ ମନ୍ଦିର ଢ଼ାଞ୍ଚାରେ ପୂଜାମଣ୍ଡପ ତିଆରି ଚାଲିଛି।...

ଅଭିଭାବକ ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ

ଭୁବନ, ୧୪।୯(ଡି.ଏନ.ଏ.)- ଅଭିଭାବକ ହେଉଛନ୍ତି ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ। ଶିକ୍ଷାର ଅଭିବୃଦ୍ଧିରେ ପିଲାମାନଙ୍କ ଯେତିକି ଭୂମିକା ତା’ଠାରୁ ଢେର ବେଶି ମା’ବାପାଙ୍କର। ଶିକ୍ଷାର୍ଥୀ, ଅଭିଭାବକ ଏବଂ...

ପୋତିହୋଇଯିବ ପଟ୍ଟାମୁଣ୍ଡାଇ କେନାଲ

ଚଣ୍ଡିଖୋଲ,୬ା୫(ଡି.ଏନ.ଏ.): କଟକ ଜଗତପୁରଠାରୁ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ଅଳଭା ପର୍ଯ୍ୟନ୍ତ ଯାଇଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ଯାଜପୁର ଜିଲା ବାଲିଚନ୍ଦ୍ରପୁରଠାରୁ ଦେକୁରୀ ପର୍ଯ୍ୟନ୍ତ...

ଜିଲା ପ୍ରଶାସନର ନୂଆ ନିୟମ: ଦିନେ ଛାଡି ଦିନେ ଖୋଲିବ ଏହି ସବୁ ଦୋକାନ; ଜାଣନ୍ତୁ କେଉଁ କାଟାଗୋରୀରେ କିଏ

କୋରୁକୋଣ୍ଡା,୧୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ତରଫରୁ ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସହରରେ ସମସ୍ତ ଦୋକାନ ଖୋଲିବା ନେଇ ନୋଟିସ ଜାରି ହୋଇଛି। ତେବେ କେଉଁ କେଉଁ...

ଜଙ୍ଗଲ ଜମି ଅଧିକାର କର୍ମଶାଳା

ଆସିକା,୨୦ା୧୦(ଡି.ଏନ୍‌.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ...

ପୋଲିସବାବୁଙ୍କ ଚୌକିରେ ପରିସ୍ରା

ଛେଣ୍ଡିପଦା,୨୩।୧୨(ସ୍ବ.ପ୍ର.) ତହସିଲ ପ୍ରଶାସନ ଅଭିଯୋଗ ନ ରଖିବାରୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ଫାଣ୍ଡିରେ ପଶି ଉନ୍ମତ୍ତକାଣ୍ଡ ଭିଆଇଛନ୍ତି ଖମାର ଗଁାର ଭାସ୍କର...

ମଧୁର ଜଳ ସୁନିଶ୍ଚିତ କରିବା ଆମ ଦାୟିତ୍ୱ:ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୪।୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଆଗାମୀ ପିଢ଼ି ପାଇଁ ମଧୁର ଜଳ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ...

ଘଉଡ଼ାଇବା ବେଳେ କଚାଡ଼ି ଦେଲା ଦନ୍ତା

କେନ୍ଦୁଝର, ୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀ ଆକ୍ରମଣରେ ଶୁକ୍ରବାର ସାହାରପଡ଼ା ବ୍ଲକ ଚୁଟିଆପଶି ପଞ୍ଚାୟତ କଟାବେଡା ଗ୍ରାମର କ୍ଷୀରୋଦ ଚନ୍ଦ୍ର ମହାନ୍ତ(୫୨)ଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement
Archives

Model This Week